ଅଗ୍ନିବୀରଙ୍କ ପାଇଁ ସଂରକ୍ଷଣ ଗ୍ରହଣ କଲେ ମୁଖ୍ୟମନ୍ତ୍ରୀ, ୧୦ ପ୍ରତିଶତ ସଂରକ୍ଷଣ ଘୋଷଣା

ଅଗ୍ନିବୀରଙ୍କ ପାଇଁ ସଂରକ୍ଷଣ ଗ୍ରହଣ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ୧୦ ପ୍ରତିଶତ ସଂରକ୍ଷଣ ଘୋଷଣା ହୋଇଛି । ଓଡ଼ିଶାର ଯେଉଁ ଅଗ୍ନିବୀରମାନେ ସେନାବାହିନୀରେ ଭର୍ତ୍ତି ହୋଇନଥିବେ, ସେମାନଙ୍କୁ ରାଜ୍ୟର ସବୁ ୟୁନିଫର୍ମ ସେବାରେ ନିଯୁକ୍ତିରେ ୧୦ପ୍ରତିଶତ ପର୍ଯ୍ୟନ୍ତ ସଂରକ୍ଷଣ ଦିଆଯିବ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ସବୁ ୟୁନିଫର୍ମ ସେବାରେ ସେମାନଙ୍କୁ ଗ୍ରହଣ କରାଯିବ ବୋଲି ଘୋଷଣା କରିଛନ୍ତି । ଏହାସହିତ ବୟସ ସୀମାରେ ମଧ୍ୟ ୫ବର୍ଷ କୋହଳ କରାଯିବ ବୋଲି […] The post ଅଗ୍ନିବୀରଙ୍କ ପାଇଁ ସଂରକ୍ଷଣ ଗ୍ରହଣ କଲେ ମୁଖ୍ୟମନ୍ତ୍ରୀ, ୧୦ ପ୍ରତିଶତ ସଂରକ୍ଷଣ ଘୋଷଣା appeared first on KNews Odisha.

ଅଗ୍ନିବୀରଙ୍କ ପାଇଁ ସଂରକ୍ଷଣ ଗ୍ରହଣ କଲେ ମୁଖ୍ୟମନ୍ତ୍ରୀ, ୧୦ ପ୍ରତିଶତ ସଂରକ୍ଷଣ ଘୋଷଣା
mohan majhi

ଅଗ୍ନିବୀରଙ୍କ ପାଇଁ ସଂରକ୍ଷଣ ଗ୍ରହଣ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ୧୦ ପ୍ରତିଶତ ସଂରକ୍ଷଣ ଘୋଷଣା ହୋଇଛି । ଓଡ଼ିଶାର ଯେଉଁ ଅଗ୍ନିବୀରମାନେ ସେନାବାହିନୀରେ ଭର୍ତ୍ତି ହୋଇନଥିବେ, ସେମାନଙ୍କୁ ରାଜ୍ୟର ସବୁ ୟୁନିଫର୍ମ ସେବାରେ ନିଯୁକ୍ତିରେ ୧୦ପ୍ରତିଶତ ପର୍ଯ୍ୟନ୍ତ ସଂରକ୍ଷଣ ଦିଆଯିବ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ସବୁ ୟୁନିଫର୍ମ ସେବାରେ ସେମାନଙ୍କୁ ଗ୍ରହଣ କରାଯିବ ବୋଲି ଘୋଷଣା କରିଛନ୍ତି । ଏହାସହିତ ବୟସ ସୀମାରେ ମଧ୍ୟ ୫ବର୍ଷ କୋହଳ କରାଯିବ ବୋଲି କହିଛନ୍ତି ।

 

The post ଅଗ୍ନିବୀରଙ୍କ ପାଇଁ ସଂରକ୍ଷଣ ଗ୍ରହଣ କଲେ ମୁଖ୍ୟମନ୍ତ୍ରୀ, ୧୦ ପ୍ରତିଶତ ସଂରକ୍ଷଣ ଘୋଷଣା appeared first on KNews Odisha.