ଅଙ୍ଗନବାଡ଼ି କର୍ମୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲା ଯୁବକ

ସୁନ୍ଦରଗଡ଼: ଅଙ୍ଗନବାଡ଼ି କର୍ମୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲା ଯୁବକ। ସୁନ୍ଦରଗଡ଼ ଜିଲ୍ଲା ହେମଗିରି ଥାନା ଅନ୍ତର୍ଗତ ଜୁଲୁମବାହାଲ ପୂର୍ଣା ଗାଁରେ ଏହି ବିଭତ୍ସ ହତ୍ୟାକାଣ୍ଡ ଘଟିଛି। ଏକ ତରଫା ପ୍ରେମରୁ ହତ୍ୟାକାଣ୍ଡ ସୂଚନା ।ଅଙ୍ଗନବାଡ଼ି ସାରି ଜଣେ ଛୁଆକୁ ଧରି ଫେରୁଥିବା ବେଳେ ଟାଙ୍ଗିଆରେ ହାଣି ହତ୍ୟା ଅଭିଯୋଗ । ହତ୍ୟା ପରେ ଯୁବକ ଘଟଣାସ୍ଥଳରୁ ଫେରାର ହୋଇଯାଇଛି । ଖବର ପାଇ ଘଟଣାସ୍ଥଳରେ ପୁଲିସ ପହଞ୍ଚି ତନାଘନା ଜାରି ରଖିଛି।

death