ଅଜଣା ଗାଡି ଧକ୍କାରେ ଜଣେ ମୃତ, କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ କଲେ ସ୍ଥାନୀୟ ଲୋକେ
ଅନୁଗୁଳୁ ୨୩।୦୮: ଅନୁଗୁଳ ଛେଣ୍ଡିପଦାର ୬୩ ନମ୍ବର ରାଜ୍ୟ ରାଜପଥରେ ଦୁର୍ଘଟଣା । ଛେଣ୍ଡିପଦାର କୁଦପାଳ ଠାରେ ଅଜଣା ଗାଡ଼ି ଧକ୍କାରେ ଜଣେ ମୃତ । ମୃତକ ହେଲେ କୁଦପାଳ ଗାଁର କିଶୋରୀ ନାୟକ। ରାତିରେ ଘରକୁ ଫେରୁଥିବା ବେଳେ ଅଜଣା ଗାଡ଼ି ତାଙ୍କୁ ଧକ୍କା ଦେଇଥିଲା । ଯାହା ଫଳରେ ଦୁର୍ଘଟଣା ପରେ ଘଟଣାସ୍ଥଳରେ ହିଁ ତାଙ୍କର ମୁତ୍ୟୁ ହୋଇଛି । କ୍ଷତିପୂରଣ ଦାବିରେ ସ୍ଥାନୀୟ ଲୋକ ଟାୟାର ଜାଳି ରାସ୍ତା ଅବରୋଧ କରିଛନ୍ତି ।ଏନେଇ ନିଶା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାସୁଝା କରୁଛି ।
ଅନୁଗୁଳୁ ୨୩।୦୮: ଅନୁଗୁଳ ଛେଣ୍ଡିପଦାର ୬୩ ନମ୍ବର ରାଜ୍ୟ ରାଜପଥରେ ଦୁର୍ଘଟଣା । ଛେଣ୍ଡିପଦାର କୁଦପାଳ ଠାରେ ଅଜଣା ଗାଡ଼ି ଧକ୍କାରେ ଜଣେ ମୃତ । ମୃତକ ହେଲେ କୁଦପାଳ ଗାଁର କିଶୋରୀ ନାୟକ। ରାତିରେ ଘରକୁ ଫେରୁଥିବା ବେଳେ ଅଜଣା ଗାଡ଼ି ତାଙ୍କୁ ଧକ୍କା ଦେଇଥିଲା ।
ଯାହା ଫଳରେ ଦୁର୍ଘଟଣା ପରେ ଘଟଣାସ୍ଥଳରେ ହିଁ ତାଙ୍କର ମୁତ୍ୟୁ ହୋଇଛି । କ୍ଷତିପୂରଣ ଦାବିରେ ସ୍ଥାନୀୟ ଲୋକ ଟାୟାର ଜାଳି ରାସ୍ତା ଅବରୋଧ କରିଛନ୍ତି ।ଏନେଇ ନିଶା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାସୁଝା କରୁଛି ।