ଅଜଣା ମହିଳାଙ୍କୁ ଡାର୍ଲିଙ୍ଗ ଡାକିଲେ ଲାଗିବ କେସ୍...ଯିବାକୁ ପଡ଼ିବ ଜେଲ୍
ରାସ୍ତାରେ ଗଲା ବେଳେ ଅଜଣା ଯୁବତୀଙ୍କୁ ଡାର୍ଲିଙ୍ଗ ଡାକିଲେ ଲାଗିବ କେସ୍। ଏକ ଯୌନ ଉତ୍ପୀଡ଼ନ ମାମଲାର ଶୁଣାଣି ବେଳେ କୋଲକାତା ହାଇକୋର୍ଟ ଏହି ରାୟ ଦେଇଛନ୍ତି । ଯଦି କୌଣସି ବ୍ୟକ୍ତି ଅଜଣା ଯୁବତୀଙ୍କୁ ଡାର୍ଲିଙ୍ଗ ବୋଲି ସମ୍ବୋଧନ କରେ, ତେବେ ସେ ଦୋଷୀ ସାବ୍ୟସ୍ତ ହେବେ। ଆଇପିସି ଧାରା ୩୫୪ A ଅନୁଯାୟୀ ତାଙ୍କୁ ଜେଲ ଯିବାକୁ ପଡ଼ିବ..