ଅଜି ହେବ ରାଣୀ ଭି. ସୁଜ୍ଞାନ କୁମାରୀ ଦେଓଙ୍କର ଶେଷକୃତ୍ୟ
ଭୁବନେଶ୍ୱର,୧୧।୨:୧୦ ଥରର ବିଧାୟିକା ତଥା ଖଲ୍ଲିକୋଟ ରାଣୀ ଭି. ସୁଜ୍ଞାନ କୁମାରୀ ଦେଓଙ୍କର ରବିବାର ଶେଷକୃତ୍ୟ ହେବ । ଗଞ୍ଜାମ ଜିଲା ଖଲ୍ଲିକୋଟରେ ଥିବା ରାଜ ପରିବାରର ଶ୍ମଶାନ ଘାଟରେ ତାଙ୍କର ଶେଷକୃତ୍ୟ କରାଯିବ। ଶନିବାର ମଧ୍ୟ ରାତ୍ରିରେ ତାଙ୍କ ପାର୍ଥିବ ଶରୀରକୁ ପ୍ରଥମେ ରମ୍ଭା ରାଜପ୍ରାସାଦକୁ ନିଆଯାଇଥିଲା। ସେଠାରୁ ତାଙ୍କ ମୃତଦେହକୁ ଖଲ୍ଲିକୋଟ ବାସଭବନକୁ ନିଆଯାଇଥିଲା। ସେଠାରେ ବହୁ ବିଧାୟକ, ମନ୍ତ୍ରୀ, ସମର୍ଥକ ଓ ଅଞ୍ଚଳବାସୀ ତାଙ୍କର ଶେଷ ଦର୍ଶନ କରିବା ସହିତ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। The post ଅଜି ହେବ ରାଣୀ ଭି. ସୁଜ୍ଞାନ କୁମାରୀ ଦେଓଙ୍କର ଶେଷକୃତ୍ୟ appeared first on Dharitri Odia News.
ଭୁବନେଶ୍ୱର,୧୧।୨:୧୦ ଥରର ବିଧାୟିକା ତଥା ଖଲ୍ଲିକୋଟ ରାଣୀ ଭି. ସୁଜ୍ଞାନ କୁମାରୀ ଦେଓଙ୍କର ରବିବାର ଶେଷକୃତ୍ୟ ହେବ । ଗଞ୍ଜାମ ଜିଲା ଖଲ୍ଲିକୋଟରେ ଥିବା ରାଜ ପରିବାରର ଶ୍ମଶାନ ଘାଟରେ ତାଙ୍କର ଶେଷକୃତ୍ୟ କରାଯିବ।
ଶନିବାର ମଧ୍ୟ ରାତ୍ରିରେ ତାଙ୍କ ପାର୍ଥିବ ଶରୀରକୁ ପ୍ରଥମେ ରମ୍ଭା ରାଜପ୍ରାସାଦକୁ ନିଆଯାଇଥିଲା। ସେଠାରୁ ତାଙ୍କ ମୃତଦେହକୁ ଖଲ୍ଲିକୋଟ ବାସଭବନକୁ ନିଆଯାଇଥିଲା। ସେଠାରେ ବହୁ ବିଧାୟକ, ମନ୍ତ୍ରୀ, ସମର୍ଥକ ଓ ଅଞ୍ଚଳବାସୀ ତାଙ୍କର ଶେଷ ଦର୍ଶନ କରିବା ସହିତ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ।
The post ଅଜି ହେବ ରାଣୀ ଭି. ସୁଜ୍ଞାନ କୁମାରୀ ଦେଓଙ୍କର ଶେଷକୃତ୍ୟ appeared first on Dharitri Odia News.