ଅଡୁଆରେ ମମତାଙ୍କ ଚଉକି !
ସାରା ଦେଶର ଆଖି ଦିଦିଙ୍କ ଉପରେ। ସାରା ଦେଶର ରାଜନୀତି କେନ୍ଦ୍ରୀଭୂତ ପଶ୍ଚିମବଙ୍ଗରେ। ଘଟି ଚାଲିଛି ଗୋଟିଏ ପରେ ଗୋଟିଏ ଅଘଟଣ। ପ୍ରତିବାଦର ନିଆଁରେ ଜଳୁଛି ପଶ୍ଚିମବଙ୍ଗ। ଧୀରେ ଧୀରେ ବ୍ୟାପୁଛି ଅରାଜକତା, ହିଂସା ଓ ପ୍ରତିହିଂସା। ହେଲେ ସମସ୍ୟାର ସମାଧାନ କରିବା ଛାଡ଼ି ନିଜ ସୁରକ୍ଷା ଚିନ୍ତାରେ ଡିଫେନ୍ସିଭ୍ ଖେଳୁଛନ୍ତି ମମତା ବାନାର୍ଜୀ।