ଅତାବିରା ଆସନ ପାଇଁ ଜୟକ୍ରିଷ୍ଣାଙ୍କ ନାମାଙ୍କନପତ୍ର ଦାଖଲ
ବରଗଡ଼,୧ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅତାବିରା ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ଆମ୍ ଆଦ୍ମୀ ପାର୍ଟି (ଏଏପି) ପ୍ରାର୍ଥୀ ଜୟକ୍ରିଷ୍ଣା ଛୁରିଆ ବୁଧବାର ନାମାଙ୍କନ ଦାଖଲ କରିଛନ୍ତି। ଏହି ଅବସରରେ ସେ ଦଳୀୟ ସମର୍ଥକଙ୍କ ଗହଣରେ ଏକ ବିଶାଳ ଶୋଭାଯାତ୍ରାରେ ବାହାରି ବରଗଡ଼ ଅତିରିକ୍ତ ଜିଲାପାଳଙ୍କ ଅଫିସରେ ପହଞ୍ଚି ଥିଲେ। ସେଠାରେ ସେ ଅତିରିକ୍ତ ଜିଲପାଳ ମହେନ୍ଦ୍ର ମହାପାତ୍ରଙ୍କୁ ପ୍ରାର୍ଥିପତ୍ର ପ୍ରଦାନ କରିଥିଲେ। The post ଅତାବିରା ଆସନ ପାଇଁ ଜୟକ୍ରିଷ୍ଣାଙ୍କ ନାମାଙ୍କନପତ୍ର ଦାଖଲ appeared first on Dharitri Odia News.
ବରଗଡ଼,୧ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅତାବିରା ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ଆମ୍ ଆଦ୍ମୀ ପାର୍ଟି (ଏଏପି) ପ୍ରାର୍ଥୀ ଜୟକ୍ରିଷ୍ଣା ଛୁରିଆ ବୁଧବାର ନାମାଙ୍କନ ଦାଖଲ କରିଛନ୍ତି। ଏହି ଅବସରରେ ସେ ଦଳୀୟ ସମର୍ଥକଙ୍କ ଗହଣରେ ଏକ ବିଶାଳ ଶୋଭାଯାତ୍ରାରେ ବାହାରି ବରଗଡ଼ ଅତିରିକ୍ତ ଜିଲାପାଳଙ୍କ ଅଫିସରେ ପହଞ୍ଚି ଥିଲେ। ସେଠାରେ ସେ ଅତିରିକ୍ତ ଜିଲପାଳ ମହେନ୍ଦ୍ର ମହାପାତ୍ରଙ୍କୁ ପ୍ରାର୍ଥିପତ୍ର ପ୍ରଦାନ କରିଥିଲେ।
The post ଅତାବିରା ଆସନ ପାଇଁ ଜୟକ୍ରିଷ୍ଣାଙ୍କ ନାମାଙ୍କନପତ୍ର ଦାଖଲ appeared first on Dharitri Odia News.