ଅତାବିରା ପଞ୍ଚାୟତ କାର୍ଯ୍ୟାଳୟରେ ମାଗଣା ସ୍ୱାସ୍ଥ୍ୟ ଶିବିର

ଝାରସୁଗୁଡା ୩୦/୬ (ଓଡ଼ିଶା ନ୍ୟୁଜ) ଝାରସୁଗୁଡା ଜିଲ୍ଲା ଲଖନପୁର ବ୍ଲକ ଅନ୍ତର୍ଗତ ଅତାବିରା ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ସ୍ଥାନୀୟ ସରପଞ୍ଚ ସଞ୍ଜିତ ପଧାନ ଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଶନିବାର ଦିନ ଏକ ମାଗଣା ସ୍ୱାସ୍ଥ୍ୟ ଶିବିର ର ଆୟୋଜନ କରା ଯାଇଥିଲା । ଉକ୍ତ ଶିବିରରେ ପଡ଼ୋଶୀ ଛତିଶଗଡ଼ ରାୟଗଡ଼ ଜିଲ୍ଲା ସଦର ମହକୁମା ସ୍ଥିତ ଶ୍ରୀ ବାଲାଜି ମେଟ୍ରୋ ହସ୍ପିଟାଲର ବିଭିନ୍ନ ବିଭାଗର ଅଭିଜ୍ଞ ଡାକ୍ତର ମାନେ ଆସି ଅଞ୍ଚଳର ଆଖପାଖ ଗ୍ରାମ ମାନଙ୍କରୁ […] The post ଅତାବିରା ପଞ୍ଚାୟତ କାର୍ଯ୍ୟାଳୟରେ ମାଗଣା ସ୍ୱାସ୍ଥ୍ୟ ଶିବିର appeared first on Odisha.News.

ଅତାବିରା ପଞ୍ଚାୟତ କାର୍ଯ୍ୟାଳୟରେ ମାଗଣା ସ୍ୱାସ୍ଥ୍ୟ ଶିବିର

ଝାରସୁଗୁଡା ୩୦/୬ (ଓଡ଼ିଶା ନ୍ୟୁଜ) ଝାରସୁଗୁଡା ଜିଲ୍ଲା ଲଖନପୁର ବ୍ଲକ ଅନ୍ତର୍ଗତ ଅତାବିରା ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ସ୍ଥାନୀୟ ସରପଞ୍ଚ ସଞ୍ଜିତ ପଧାନ ଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଶନିବାର ଦିନ ଏକ ମାଗଣା ସ୍ୱାସ୍ଥ୍ୟ ଶିବିର ର ଆୟୋଜନ କରା ଯାଇଥିଲା । ଉକ୍ତ ଶିବିରରେ ପଡ଼ୋଶୀ ଛତିଶଗଡ଼ ରାୟଗଡ଼ ଜିଲ୍ଲା ସଦର ମହକୁମା ସ୍ଥିତ ଶ୍ରୀ ବାଲାଜି ମେଟ୍ରୋ ହସ୍ପିଟାଲର ବିଭିନ୍ନ ବିଭାଗର ଅଭିଜ୍ଞ ଡାକ୍ତର ମାନେ ଆସି ଅଞ୍ଚଳର ଆଖପାଖ ଗ୍ରାମ ମାନଙ୍କରୁ ଆସିଥିବା ପ୍ରାୟ ୨୦୦ ଜଣ ରୋଗୀଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରିବା ସହ ସେମାନଙ୍କୁ ମାଗଣା ରେ ଔଷଧ ପ୍ରଦାନ କରିଥିଲେ ।

The post ଅତାବିରା ପଞ୍ଚାୟତ କାର୍ଯ୍ୟାଳୟରେ ମାଗଣା ସ୍ୱାସ୍ଥ୍ୟ ଶିବିର appeared first on Odisha.News.