ଅତିରିକ୍ତ ଏସ୍ପି ସ୍ତରରେ ଅଦଳ ବଦଳ
ଭୁବନେଶ୍ୱର,୩୧।୧: ଅତିରିକ୍ତ ଏସ୍ପି ସ୍ତରରେ ବୁଧବାର ଛୋଟ ଧରଣର ଅଦଳବଦଳ ହୋଇଛି। ପାରାଦୀପ ମୁଖ୍ୟାଳୟ ଅତିରିକ୍ତ ଏସ୍ପି ଅମରେନ୍ଦ୍ର ପଣ୍ଡାଙ୍କୁ ଜଗତସିଂହପୁର ଆଇୟୁସିଏଡବ୍ଲ୍ୟୁକୁ ବଦଳି କରାଯାଇଛି। ସେହିପରି ହେମନ୍ତ କୁମାର ପାଢ଼ୀଙ୍କୁ ସୋନପୁରରୁ ବଲାଙ୍ଗୀର, ସୀମା ରେଖା ପଣ୍ଡାଙ୍କୁ ବଡଗଡ ଆଇୟୁସିଏଡବ୍ଲ୍ୟୁରୁ ବିଜୁ ପଟ୍ଟନାୟକ ଷ୍ଟେଟ୍ ପୋଲିସ ଏକାଡେମୀ, ସୁରେଶ କୁମାର ନାୟକଙ୍କୁ ବଲାଙ୍ଗୀରରୁ ବଡ଼ଗଡ଼ ଆଇୟୁସିଏଡବ୍ଲ୍ୟୁ ଏବଂ କମିଶନରେଟ୍ ପୋଲିସରେ ଅତିରିକ୍ତ ଡିସିପି ଥିବା ସଞ୍ଜୀବ କୁମାର ସତପଥୀଙ୍କୁ ଭୁବନେଶ୍ୱର ସିକ୍ୟୁରିଟି ୱିଙ୍ଗ୍ ଅତିରିକ୍ତ ଏସ୍ପି […] The post ଅତିରିକ୍ତ ଏସ୍ପି ସ୍ତରରେ ଅଦଳ ବଦଳ appeared first on Dharitri Odia News.
ଭୁବନେଶ୍ୱର,୩୧।୧: ଅତିରିକ୍ତ ଏସ୍ପି ସ୍ତରରେ ବୁଧବାର ଛୋଟ ଧରଣର ଅଦଳବଦଳ ହୋଇଛି। ପାରାଦୀପ ମୁଖ୍ୟାଳୟ ଅତିରିକ୍ତ ଏସ୍ପି ଅମରେନ୍ଦ୍ର ପଣ୍ଡାଙ୍କୁ ଜଗତସିଂହପୁର ଆଇୟୁସିଏଡବ୍ଲ୍ୟୁକୁ ବଦଳି କରାଯାଇଛି। ସେହିପରି ହେମନ୍ତ କୁମାର ପାଢ଼ୀଙ୍କୁ ସୋନପୁରରୁ ବଲାଙ୍ଗୀର, ସୀମା ରେଖା ପଣ୍ଡାଙ୍କୁ ବଡଗଡ ଆଇୟୁସିଏଡବ୍ଲ୍ୟୁରୁ ବିଜୁ ପଟ୍ଟନାୟକ ଷ୍ଟେଟ୍ ପୋଲିସ ଏକାଡେମୀ, ସୁରେଶ କୁମାର ନାୟକଙ୍କୁ ବଲାଙ୍ଗୀରରୁ ବଡ଼ଗଡ଼ ଆଇୟୁସିଏଡବ୍ଲ୍ୟୁ ଏବଂ କମିଶନରେଟ୍ ପୋଲିସରେ ଅତିରିକ୍ତ ଡିସିପି ଥିବା ସଞ୍ଜୀବ କୁମାର ସତପଥୀଙ୍କୁ ଭୁବନେଶ୍ୱର ସିକ୍ୟୁରିଟି ୱିଙ୍ଗ୍ ଅତିରିକ୍ତ ଏସ୍ପି ଭାବେ ଦାୟିତ୍ୱ ଦିଆଯାଇଛି।
The post ଅତିରିକ୍ତ ଏସ୍ପି ସ୍ତରରେ ଅଦଳ ବଦଳ appeared first on Dharitri Odia News.