ଅତିରିକ୍ତ ନିର୍ବାହୀ ଅଧିକାରୀରୁ ଓଏଏସ୍ରେ ବାଜି ମାରିଲେ ପ୍ରତୀକ
ଭବାନୀପାଟଣା,୨୦।୧୦(ଉତ୍ତମ କୁମାର ଦାଶ): ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍) ପରୀକ୍ଷାରେ ଭବାନୀପାଟଣା ଇରିଗେସନ କଲୋନୀ ଲେନ୍ ନମ୍ବର-୬ରେ ରହୁଥିବା ପ୍ରତୀକ ରଥ ୩୭୮ ନମ୍ବର ସ୍ଥାନ ଅଧିକାର କରି କୃତକାର୍ଯ୍ୟ ହୋଇଛନ୍ତି। ବର୍ତ୍ତମାନ ସେ ଭବାନୀପାଟଣା ପୌରପାଳିକାରେ ଅତିରିକ୍ତ ନିର୍ବାହୀ ଅଧିକାରୀ ଭାବେ ନିଯୁକ୍ତ ଅଛନ୍ତି। ଏହି ସଫଳତା ପରେ ଜିଲାର ବିଭିନ୍ନ ମହଲରୁ ତାଙ୍କ ନିକଟକୁ ଶୁଭେଚ୍ଛାର ସୁଅ ଛୁଟିଛି। ଅବସରପ୍ରାପ୍ତ ଶିକ୍ଷକ ପ୍ରମୋଦ ରଥ ଓ ଶିକ୍ଷୟିତ୍ରୀ ସୁସ୍ମିତା ରଥଙ୍କ ସେ ପୁଅ ହୋଇଥିବା […] The post ଅତିରିକ୍ତ ନିର୍ବାହୀ ଅଧିକାରୀରୁ ଓଏଏସ୍ରେ ବାଜି ମାରିଲେ ପ୍ରତୀକ appeared first on Dharitri Odia News.
ଭବାନୀପାଟଣା,୨୦।୧୦(ଉତ୍ତମ କୁମାର ଦାଶ): ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍) ପରୀକ୍ଷାରେ ଭବାନୀପାଟଣା ଇରିଗେସନ କଲୋନୀ ଲେନ୍ ନମ୍ବର-୬ରେ ରହୁଥିବା ପ୍ରତୀକ ରଥ ୩୭୮ ନମ୍ବର ସ୍ଥାନ ଅଧିକାର କରି କୃତକାର୍ଯ୍ୟ ହୋଇଛନ୍ତି।
ବର୍ତ୍ତମାନ ସେ ଭବାନୀପାଟଣା ପୌରପାଳିକାରେ ଅତିରିକ୍ତ ନିର୍ବାହୀ ଅଧିକାରୀ ଭାବେ ନିଯୁକ୍ତ ଅଛନ୍ତି। ଏହି ସଫଳତା ପରେ ଜିଲାର ବିଭିନ୍ନ ମହଲରୁ ତାଙ୍କ ନିକଟକୁ ଶୁଭେଚ୍ଛାର ସୁଅ ଛୁଟିଛି। ଅବସରପ୍ରାପ୍ତ ଶିକ୍ଷକ ପ୍ରମୋଦ ରଥ ଓ ଶିକ୍ଷୟିତ୍ରୀ ସୁସ୍ମିତା ରଥଙ୍କ ସେ ପୁଅ ହୋଇଥିବା ବେଳେ ନାଟ୍ୟରଶ୍ମି ପ୍ରଫୁଲ୍ଲ ରଥଙ୍କ ବଡ଼ ନାତି ଅଟନ୍ତି।
The post ଅତିରିକ୍ତ ନିର୍ବାହୀ ଅଧିକାରୀରୁ ଓଏଏସ୍ରେ ବାଜି ମାରିଲେ ପ୍ରତୀକ appeared first on Dharitri Odia News.