ଅତିରିକ୍ତ ମୁଖ୍ୟ ଶାସନ ସଚିବ ପାହ୍ୟାକୁ ପଦୋନ୍ନତି ପାଇଲେ ହେମନ୍ତ ଶର୍ମା
ଭୁବନେଶ୍ୱର, ୨୩ା୧(ସୁନିତ୍ ମିଶ୍ର): ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ୨ ଜଣ ଆଇଏଏସ୍ ଅଧିକାରୀଙ୍କୁ ପଦୋନ୍ନତି ମିଳିଛି। ୧୯୯୫ ବ୍ୟାଚ୍ ଆଇଏଏସ୍ ଅଫିସର ହେମନ୍ତ ଶର୍ମା ଏବଂ ୧୯୯୪ ବ୍ୟାଚ୍ ଆଇଏଏସ୍ ଅଫିସର ରଞ୍ଜନା ଚୋପ୍ରାଙ୍କୁ ସରକାରଙ୍କ ପକ୍ଷରୁ ପଦୋନ୍ନତି ଦିଆଯାଇଛି। ହେମନ୍ତ ଶର୍ମାଙ୍କୁ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପାହ୍ୟାକୁ ପଦୋନ୍ନତି ମିଳିଥିବା ବେଳେ ରଞ୍ଜନା ଚୋପ୍ରାଙ୍କୁ ଉପରିସ୍ଥ ଗ୍ରେଡ୍କୁ ପଦୋନ୍ନତି ମିଳିଛି। ରାଜ୍ୟ ସରକାରଙ୍କ ପକ୍ଷରୁ ବୁଧବାର […] The post ଅତିରିକ୍ତ ମୁଖ୍ୟ ଶାସନ ସଚିବ ପାହ୍ୟାକୁ ପଦୋନ୍ନତି ପାଇଲେ ହେମନ୍ତ ଶର୍ମା appeared first on Dharitri Odia News.
ଭୁବନେଶ୍ୱର, ୨୩ା୧(ସୁନିତ୍ ମିଶ୍ର): ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ୨ ଜଣ ଆଇଏଏସ୍ ଅଧିକାରୀଙ୍କୁ ପଦୋନ୍ନତି ମିଳିଛି। ୧୯୯୫ ବ୍ୟାଚ୍ ଆଇଏଏସ୍ ଅଫିସର ହେମନ୍ତ ଶର୍ମା ଏବଂ ୧୯୯୪ ବ୍ୟାଚ୍ ଆଇଏଏସ୍ ଅଫିସର ରଞ୍ଜନା ଚୋପ୍ରାଙ୍କୁ ସରକାରଙ୍କ ପକ୍ଷରୁ ପଦୋନ୍ନତି ଦିଆଯାଇଛି। ହେମନ୍ତ ଶର୍ମାଙ୍କୁ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପାହ୍ୟାକୁ ପଦୋନ୍ନତି ମିଳିଥିବା ବେଳେ ରଞ୍ଜନା ଚୋପ୍ରାଙ୍କୁ ଉପରିସ୍ଥ ଗ୍ରେଡ୍କୁ ପଦୋନ୍ନତି ମିଳିଛି। ରାଜ୍ୟ ସରକାରଙ୍କ ପକ୍ଷରୁ ବୁଧବାର ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି।
The post ଅତିରିକ୍ତ ମୁଖ୍ୟ ଶାସନ ସଚିବ ପାହ୍ୟାକୁ ପଦୋନ୍ନତି ପାଇଲେ ହେମନ୍ତ ଶର୍ମା appeared first on Dharitri Odia News.