ଅନନ୍ତ ଦାସଙ୍କ ବିୟୋଗରେ ପିସିସି ସଭାପତିଙ୍କ ଶୋକ
ଭୁବନେଶ୍ୱର: ଭୋଗରାଇ ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ତଥା ବିଜୁ ଜନତା ଦଳର ବରିଷ୍ଠ ନେତା ଅନନ୍ତ ଦାସଙ୍କ ବିୟୋଗରେ ପିସିସି ସଭାପତି ଭକ୍ତ ଚରଣ ଦାସ ଗଭୀର ଶୋକ ପ୍ରକାଶ କରିଛନ୍ତି। ସେ ତାଙ୍କ ଶୋକବାର୍ତ୍ତାରେ କହିଛନ୍ତି, ଶ୍ରୀ ଦାସଙ୍କ ବିୟୋଗ ମୋତେ ଗଭୀର ଦୁଃଖ ଦେବା ସହ ମର୍ମାହତ କରିଛି। ସ୍ବର୍ଗତ ଅନନ୍ତ ଦାସଙ୍କ ବିୟୋଗ ରାଜନୈତିକ କ୍ଷେତ୍ରରେ ଏକ ଅପୂରଣୀୟ କ୍ଷତି। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଏହି […]

ଭୁବନେଶ୍ୱର: ଭୋଗରାଇ ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ତଥା ବିଜୁ ଜନତା ଦଳର ବରିଷ୍ଠ ନେତା ଅନନ୍ତ ଦାସଙ୍କ ବିୟୋଗରେ ପିସିସି ସଭାପତି ଭକ୍ତ ଚରଣ ଦାସ ଗଭୀର ଶୋକ ପ୍ରକାଶ କରିଛନ୍ତି। ସେ ତାଙ୍କ ଶୋକବାର୍ତ୍ତାରେ କହିଛନ୍ତି, ଶ୍ରୀ ଦାସଙ୍କ ବିୟୋଗ ମୋତେ ଗଭୀର ଦୁଃଖ ଦେବା ସହ ମର୍ମାହତ କରିଛି।
ସ୍ବର୍ଗତ ଅନନ୍ତ ଦାସଙ୍କ ବିୟୋଗ ରାଜନୈତିକ କ୍ଷେତ୍ରରେ ଏକ ଅପୂରଣୀୟ କ୍ଷତି। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଏହି ଦୁଃଖଦ ସମୟରେ ତାଙ୍କ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଯଥେଷ୍ଟ ଶକ୍ତି ଓ ସାହସ ପ୍ରଦାନ କରିବା ପାଇଁ ମହାପ୍ରଭୁ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି ପିସିସି ସଭାପତି।