ଅନନ୍ୟା ନନ୍ଦିନୀ

ନନ୍ଦିନୀ ଶତପଥୀ, କେବଳ ଓଡ଼ିଶା ନୁହେଁ ଭାରତୀୟ ରାଜନୀତିର ଜଣେ ଅପ୍ରତିଦ୍ୱନ୍ଦ୍ୱୀ ଜନନାୟିକା। ଯାହାଙ୍କ ଅବଦାନରେ ଉଭୟ ରାଜନୀତି ଏବଂ ସାହିତ୍ୟ ବିଭିନ୍ନ ଭାବେ ପରିପୁଷ୍ଟ। ଓଡ଼ିଶାର ଏକମାତ୍ର ମହିଳା ମୁଖ୍ୟମନ୍ତ୍ରୀ ନନ୍ଦିନୀଙ୍କର ସ୍ବପ୍ନ ଥିଲା ରାଜ୍ୟର ସାମଗ୍ରିକ ବିକାଶ। ସ୍ବପ୍ନକୁ ବାସ୍ତବ ରୂପ ଦେବା ଲାଗି ସେ ଚଳାଇଥିଲେ ଆପ୍ରାଣ ଉଦ୍ୟମ, ଯାହାର ସୁଫଳ ଆଜି ପାଉଛନ୍ତି ରାଜ୍ୟବାସୀ। ରାଜନୀତି ଭଳି ଓଡ଼ିଆ ଭାଷାରେ ଭାରତୀୟ ସାହିତ୍ୟକୁ ସେ କରିଯାଇଛନ୍ତି ସମୃଦ୍ଧ। ଓଡ଼ିଆ ସାହିତ୍ୟକୁ ଉଲ୍ଲେଖନୀୟ […] The post ଅନନ୍ୟା ନନ୍ଦିନୀ appeared first on Dharitri Odia News.

ଅନନ୍ୟା ନନ୍ଦିନୀ

ନନ୍ଦିନୀ ଶତପଥୀ, କେବଳ ଓଡ଼ିଶା ନୁହେଁ ଭାରତୀୟ ରାଜନୀତିର ଜଣେ ଅପ୍ରତିଦ୍ୱନ୍ଦ୍ୱୀ ଜନନାୟିକା। ଯାହାଙ୍କ ଅବଦାନରେ ଉଭୟ ରାଜନୀତି ଏବଂ ସାହିତ୍ୟ ବିଭିନ୍ନ ଭାବେ ପରିପୁଷ୍ଟ। ଓଡ଼ିଶାର ଏକମାତ୍ର ମହିଳା ମୁଖ୍ୟମନ୍ତ୍ରୀ ନନ୍ଦିନୀଙ୍କର ସ୍ବପ୍ନ ଥିଲା ରାଜ୍ୟର ସାମଗ୍ରିକ ବିକାଶ। ସ୍ବପ୍ନକୁ ବାସ୍ତବ ରୂପ ଦେବା ଲାଗି ସେ ଚଳାଇଥିଲେ ଆପ୍ରାଣ ଉଦ୍ୟମ, ଯାହାର ସୁଫଳ ଆଜି ପାଉଛନ୍ତି ରାଜ୍ୟବାସୀ। ରାଜନୀତି ଭଳି ଓଡ଼ିଆ ଭାଷାରେ ଭାରତୀୟ ସାହିତ୍ୟକୁ ସେ କରିଯାଇଛନ୍ତି ସମୃଦ୍ଧ। ଓଡ଼ିଆ ସାହିତ୍ୟକୁ ଉଲ୍ଲେଖନୀୟ ଅବଦାନ ପାଇଁ ‘ଓଡ଼ିଶା ସାହିତ୍ୟ ଏକାଡେମୀ’, ‘କେନ୍ଦ୍ର ସାହିତ୍ୟ ଏକାଡେମୀ’ ଓ ‘ସାହିତ୍ୟ ଭାରତୀ’ ସମ୍ମାନରେ ସେ ସମ୍ମାନିତା।

The post ଅନନ୍ୟା ନନ୍ଦିନୀ appeared first on Dharitri Odia News.