ଅନୁଭବଙ୍କ ବିରୋଧରେ ଚାର୍ଜଫ୍ରେମ୍‌

କଟକ,୨୦ା୬: ଅଭିନେତା ଅନୁଭବ ମହାନ୍ତି-ବର୍ଷା ବିବାଦ ମାମଲାରେ ଗୁରୁବାର ଚାର୍ଜଫ୍ରେମ୍‌ ଦାଖଲ କରାଯାଇଛି। କଟକ ଜେଏମ୍‌ଏଫ୍‌ସି କୋର୍ଟରେ ଅନୁଭବ ହାଜର ପରେ ଚାର୍ଜଫ୍ରେମ କରାଯାଇଛି। ଅନୁଭବ ଓ ତାଙ୍କର ଦୁଇ ସହଯୋଗୀଙ୍କ ନାଁରେ ଚାର୍ଜଫ୍ରେମ୍‌ ଦାଖଲ ହୋଇଛି। ବର୍ଷାଙ୍କୁ ନିର୍ଯାତନା ନେଇ ପୁରୀଘାଟ ଥାନାରେ ମାମଲା ରୁଜୁ କରାଯାଇଥିଲା। ଘରୋଇ ହିଂସାକୁ ନେଇ ଅନୁଭବଙ୍କ ନାଁରେ ଜାମିନ ବିହୀନ ପରଓ୍ବାନା(ଏନ୍‌ବିଡବ୍ଲ୍ୟୁ)ଜାରି କରିଥିଲେ ଜେଏମ୍‌ଏଫ୍‌ସି କୋର୍ଟ। ହାଇକୋର୍ଟଙ୍କ ନିର୍ଦ୍ଦେଶ ମୁତାବକ ଅନୁଭବ ଏବଂ ତାଙ୍କ ଦୁଇ ସହଯୋଗୀ କୋର୍ଟରେ […] The post ଅନୁଭବଙ୍କ ବିରୋଧରେ ଚାର୍ଜଫ୍ରେମ୍‌ appeared first on Dharitri Odia News.

ଅନୁଭବଙ୍କ ବିରୋଧରେ ଚାର୍ଜଫ୍ରେମ୍‌

କଟକ,୨୦ା୬: ଅଭିନେତା ଅନୁଭବ ମହାନ୍ତି-ବର୍ଷା ବିବାଦ ମାମଲାରେ ଗୁରୁବାର ଚାର୍ଜଫ୍ରେମ୍‌ ଦାଖଲ କରାଯାଇଛି। କଟକ ଜେଏମ୍‌ଏଫ୍‌ସି କୋର୍ଟରେ ଅନୁଭବ ହାଜର ପରେ ଚାର୍ଜଫ୍ରେମ କରାଯାଇଛି। ଅନୁଭବ ଓ ତାଙ୍କର ଦୁଇ ସହଯୋଗୀଙ୍କ ନାଁରେ ଚାର୍ଜଫ୍ରେମ୍‌ ଦାଖଲ ହୋଇଛି। ବର୍ଷାଙ୍କୁ ନିର୍ଯାତନା ନେଇ ପୁରୀଘାଟ ଥାନାରେ ମାମଲା ରୁଜୁ କରାଯାଇଥିଲା।

ଘରୋଇ ହିଂସାକୁ ନେଇ ଅନୁଭବଙ୍କ ନାଁରେ ଜାମିନ ବିହୀନ ପରଓ୍ବାନା(ଏନ୍‌ବିଡବ୍ଲ୍ୟୁ)ଜାରି କରିଥିଲେ ଜେଏମ୍‌ଏଫ୍‌ସି କୋର୍ଟ। ହାଇକୋର୍ଟଙ୍କ ନିର୍ଦ୍ଦେଶ ମୁତାବକ ଅନୁଭବ ଏବଂ ତାଙ୍କ ଦୁଇ ସହଯୋଗୀ କୋର୍ଟରେ ହାଜର ହୋଇଛନ୍ତି। ଚାର୍ଜଫ୍ରେମ୍‌ ଲାଗି ହାଜର ହେଉ ନ ଥିଲେ ଅନୁଭବ। ଯେଉଁଥିପାଇଁ ଏନ୍‌ବିଡବ୍ଲ୍ୟୁ ଜାରି ହୋଇଥିଲା।

The post ଅନୁଭବଙ୍କ ବିରୋଧରେ ଚାର୍ଜଫ୍ରେମ୍‌ appeared first on Dharitri Odia News.