ଅନ୍ତରୀଣ ସୁରକ୍ଷା ହଟାଇଲେ ହାଇକୋର୍ଟ; ଭାଙ୍ଗିବ ବୈକୁଣ୍ଠ ଧାମ ଆଶ୍ରମ !
କନକ ବ୍ୟୁରୋ : ବୈକୁଣ୍ଠ ଧାମ ଆଶ୍ରମ ଉପରୁ ହଟିଲା ସୁରକ୍ଷା । ଅନ୍ତରୀଣ ସୁରକ୍ଷା ହଟାଇଲେ ହାଇକୋର୍ଟ । ଫେବୃଆରୀ ୩ରେ ଜବାବ ଦାଖଲ କରିବେ ଆଶ୍ରମ କର୍ତ୍ତୃପକ୍ଷ । ଆଶ୍ରମ ପକ୍ଷରୁ କୋର୍ଟରେ ଦାଖଲ କରାଯାଇଥିବା ସରକାରୀ ଅନୁମତି ପତ୍ର ନକଲି ଥିବା ଦର୍ଶାଇ ରାଜ୍ୟସରକାରଙ୍କ ପକ୍ଷରୁ କୋର୍ଟରେ ସତ୍ୟପାଠ ଦାଖଲ କରାଯାଇଛି । ଏହା ଉପରେ ଫେବୃୟାରୀ ୩ ତାରିଖରେ କୋର୍ଟରେ ଜବାବ୍ ଦାଖଲ କରିବେ ଆଶ୍ରମ କର୍ତ୍ତୃପକ୍ଷ । ମାମଲାର ପରବର୍ତ୍ତୀ ଶୁଣାଣି ଆସନ୍ତା ଫେବୃୟାରୀ ୩ ତାରିଖକୁ ଧାର୍ଯ୍ୟ କରିଛନ୍ତି ଉଚ୍ଚ ଅଦାଲତ ।

କନକ ବ୍ୟୁରୋ : ବୈକୁଣ୍ଠ ଧାମ ଆଶ୍ରମ ଉପରୁ ହଟିଲା ସୁରକ୍ଷା । ଅନ୍ତରୀଣ ସୁରକ୍ଷା ହଟାଇଲେ ହାଇକୋର୍ଟ । ଫେବୃଆରୀ ୩ରେ ଜବାବ ଦାଖଲ କରିବେ ଆଶ୍ରମ କର୍ତ୍ତୃପକ୍ଷ । ଆଶ୍ରମ ପକ୍ଷରୁ କୋର୍ଟରେ ଦାଖଲ କରାଯାଇଥିବା ସରକାରୀ ଅନୁମତି ପତ୍ର ନକଲି ଥିବା ଦର୍ଶାଇ ରାଜ୍ୟସରକାରଙ୍କ ପକ୍ଷରୁ କୋର୍ଟରେ ସତ୍ୟପାଠ ଦାଖଲ କରାଯାଇଛି ।
ଏହା ଉପରେ ଫେବୃୟାରୀ ୩ ତାରିଖରେ କୋର୍ଟରେ ଜବାବ୍ ଦାଖଲ କରିବେ ଆଶ୍ରମ କର୍ତ୍ତୃପକ୍ଷ । ମାମଲାର ପରବର୍ତ୍ତୀ ଶୁଣାଣି ଆସନ୍ତା ଫେବୃୟାରୀ ୩ ତାରିଖକୁ ଧାର୍ଯ୍ୟ କରିଛନ୍ତି ଉଚ୍ଚ ଅଦାଲତ ।