ଅନ୍ତର୍ଜାତୀୟ ବାଲୁକା କଳା ଚାମ୍ପିଅନସିପ, ସୁଦର୍ଶନ ପଟ୍ଟନାୟକଙ୍କୁ ସ୍ବର୍ଣ୍ଣ ପଦକ

ଭୁବନେଶ୍ବର: ବାଲୁକା ଶିଳ୍ପୀ ପଦ୍ମଶ୍ରୀ  ସୁଦର୍ଶନ ପଟ୍ଟନାୟକଙ୍କୁ ସ୍ବର୍ଣ୍ଣ ପଦକ। ଅନ୍ତର୍ଜାତୀୟ ବାଲୁକା କଳା ଚାମ୍ପିଅନସିପରେ ସ୍ବର୍ଣ୍ଣ ପଦକ ପାଇଛନ୍ତି ସୁଦର୍ଶନ ପଟ୍ଟନାୟକ।  ପିଟର ଓ ପଲ୍ ଦୁର୍ଗର ବାଲୁକା ପ୍ରତିମୂର୍ତ୍ତି ନିର୍ମାଣ କରି ଏହି ସ୍ବର୍ଣ୍ଣ ପଦକ ହସଲ କରିଛନ୍ତି। ଋଷିଆର ସେଣ୍ଟ ପିଟର୍ସବର୍ଗରେ ଅନୁଷ୍ଠିତ ପ୍ରତିଯୋଗିତାରେ ସେ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ବିଶ୍ବର ୨୧ ବାଲୁକା ଶିଳ୍ପୀଙ୍କ ମଧ୍ୟରେ ଶ୍ରେଷ୍ଠତ୍ବ ପ୍ରମାଣିତ କରିଛନ୍ତି। @sudarsansand makes India proud by winning the #GoldMedal […]

ଅନ୍ତର୍ଜାତୀୟ ବାଲୁକା କଳା ଚାମ୍ପିଅନସିପ, ସୁଦର୍ଶନ ପଟ୍ଟନାୟକଙ୍କୁ ସ୍ବର୍ଣ୍ଣ ପଦକ
Untitled 1 32

ଭୁବନେଶ୍ବର: ବାଲୁକା ଶିଳ୍ପୀ ପଦ୍ମଶ୍ରୀ  ସୁଦର୍ଶନ ପଟ୍ଟନାୟକଙ୍କୁ ସ୍ବର୍ଣ୍ଣ ପଦକ। ଅନ୍ତର୍ଜାତୀୟ ବାଲୁକା କଳା ଚାମ୍ପିଅନସିପରେ ସ୍ବର୍ଣ୍ଣ ପଦକ ପାଇଛନ୍ତି ସୁଦର୍ଶନ ପଟ୍ଟନାୟକ।  ପିଟର ଓ ପଲ୍ ଦୁର୍ଗର ବାଲୁକା ପ୍ରତିମୂର୍ତ୍ତି ନିର୍ମାଣ କରି ଏହି ସ୍ବର୍ଣ୍ଣ ପଦକ ହସଲ କରିଛନ୍ତି। ଋଷିଆର ସେଣ୍ଟ ପିଟର୍ସବର୍ଗରେ ଅନୁଷ୍ଠିତ ପ୍ରତିଯୋଗିତାରେ ସେ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ବିଶ୍ବର ୨୧ ବାଲୁକା ଶିଳ୍ପୀଙ୍କ ମଧ୍ୟରେ ଶ୍ରେଷ୍ଠତ୍ବ ପ୍ରମାଣିତ କରିଛନ୍ତି।