ଅନ୍ଲାଇନ୍ ଗେମ୍ ନେଲା ଜୀବନ :୨୨ ବର୍ଷୀୟ ଯୁବକଙ୍କ ସନ୍ଦେହ ଜନକ ମୃତ୍ୟୁ । ପୋଲିସର ତନାଘନା
କନକବ୍ୟୁରୋ : ୨୨ ବର୍ଷୀୟ ଯୁବକଙ୍କ ସନ୍ଦେହ ଜନକ ମୃତ୍ୟୁ । ଏଭଳି ଏକ ଘଟଣା ଘଟିଛି ଲିଙ୍ଗରାଜ ଥାନା ତିନିମୁଣ୍ଡିଆ ଛକରେ । ରଣ ଭାରରେ ବୁଡିଥିବା ବେଳେ ସେ ଆତ୍ମହତ୍ୟା କରିଥିବା ଅନୁମାନ କରାଯାଉଛି । ଏ ନେଇ ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି । ଯୁବକଙ୍କ ନାମ ଶଶାଙ୍କ ଶେଖର ବୋଲି ଜଣାପଡିଛି । ଗୁରୁତର ଅବସ୍ଥାରେ ପରିବାର ଲୋକେ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରିଥିବା ବେଳେ ସେଠାରେ ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିଥିଲେ ।