ଅପକର୍ମ ଲୁଚାଇବାକୁ ଅଚ୍ୟୁତଙ୍କ ପୁଣି ପୁରୁଣା ଫନ୍ଦି, ପିଲା ଓ ଅଭିଭାବକଙ୍କୁ ଢାଲ କରି ଗଣମାଧ୍ୟମକୁ ଟାର୍ଗେଟ୍

ପୁଣି ବାହାରିଲା କିଟ୍ ପ୍ରତିଷ୍ଠାତ ଅଚ୍ୟୁତ ସାମନ୍ତଙ୍କର ସେଇ ପୁରୁଣା ଖୋଇ। କିଟ୍ ଓ କିସ୍ କେଳେଙ୍କାରୀ ବିରୋଧରେ ଅଭିଯୋଗ ବାବାଦରେ ବିଲକୁଲ୍ ମୁହଁ ଖୋଲନି, ବରଂ ଛାତ୍ରଛାତ୍ରୀ ଓ ଅଭିଭାବକଙ୍କୁ ଢାଲ କରି ତାଙ୍କରି ମୁହଁରେ ଗଣମାଧ୍ୟମକୁ ଟାର୍ଗେଟ୍ କର। ଔଷଧ ବିକଳରେ ତାଟିଆ କାମୁଡ଼ିଲା ଭଳି ଏଇ କ୍ରମରେ ଓଟିଭି ଉପରେ ମିଥ୍ୟା ଦୋଷାରୋପର ଅଭିଯାନ ଆରମ୍ଭ ହୋଇଯାଇଛି।

ଅପକର୍ମ ଲୁଚାଇବାକୁ ଅଚ୍ୟୁତଙ୍କ ପୁଣି ପୁରୁଣା ଫନ୍ଦି, ପିଲା ଓ ଅଭିଭାବକଙ୍କୁ ଢାଲ କରି ଗଣମାଧ୍ୟମକୁ ଟାର୍ଗେଟ୍
Array