ଅପରାଜିତାଙ୍କୁ ମିଳିଲା ବଡ଼ ଦାୟିତ୍ୱ
ଭୁବନେଶ୍ୱର,୨୪।୭: ଭାଜପା ଏମ୍ପି ଅପରାଜିତା ଷଡ଼ଙ୍ଗୀ ହେଲେ ଏସିଆ ପାସିଫିକ ଗ୍ରୁପ IPU ଉପସଭାପତି। ଅପରାଜିତା IPU କାର୍ଯ୍ୟକାରୀ କମିଟି ଦ୍ବାରା ମନୋନୀତ ହୋଇଥିବା ସୂଚନା ମିଳିଛି। ତେବେ ସେ ବାଚସ୍ପତି ଓମ ବିର୍ଲାଙ୍କ ମାଧ୍ୟମରେ ସୂଚନା ପାଇଥିବା ସୋସିଆଲ ମିଡିଆ ଏକ୍ସରେ ଜଣାଇଛନ୍ତି। ଗତ ମାର୍ଚ୍ଚ ମାସରେ ଜେନିଭାରେ IPU ଆସେମ୍ବଲୀରେ ଅପରାଜିତା ଭାଗ ନେଇଥିଲେ। ସେ IPU କାର୍ଯ୍ୟକାରୀ କମିଟିର ସଦସ୍ୟ ଅଛନ୍ତି। ଏସିଆ ପାସିଫିକ ଗ୍ରୁପ ସାଂସଦକୁ ନେଇ IPU- ଇଣ୍ଟର ପାର୍ଲିଆମେଣ୍ଟାରୀ […] The post ଅପରାଜିତାଙ୍କୁ ମିଳିଲା ବଡ଼ ଦାୟିତ୍ୱ appeared first on Dharitri Odia News.
ଭୁବନେଶ୍ୱର,୨୪।୭: ଭାଜପା ଏମ୍ପି ଅପରାଜିତା ଷଡ଼ଙ୍ଗୀ ହେଲେ ଏସିଆ ପାସିଫିକ ଗ୍ରୁପ IPU ଉପସଭାପତି। ଅପରାଜିତା IPU କାର୍ଯ୍ୟକାରୀ କମିଟି ଦ୍ବାରା ମନୋନୀତ ହୋଇଥିବା ସୂଚନା ମିଳିଛି। ତେବେ ସେ ବାଚସ୍ପତି ଓମ ବିର୍ଲାଙ୍କ ମାଧ୍ୟମରେ ସୂଚନା ପାଇଥିବା ସୋସିଆଲ ମିଡିଆ ଏକ୍ସରେ ଜଣାଇଛନ୍ତି।
ଗତ ମାର୍ଚ୍ଚ ମାସରେ ଜେନିଭାରେ IPU ଆସେମ୍ବଲୀରେ ଅପରାଜିତା ଭାଗ ନେଇଥିଲେ। ସେ IPU କାର୍ଯ୍ୟକାରୀ କମିଟିର ସଦସ୍ୟ ଅଛନ୍ତି। ଏସିଆ ପାସିଫିକ ଗ୍ରୁପ ସାଂସଦକୁ ନେଇ IPU- ଇଣ୍ଟର ପାର୍ଲିଆମେଣ୍ଟାରୀ ୟୁନିଅନ ରହିଛି।
The post ଅପରାଜିତାଙ୍କୁ ମିଳିଲା ବଡ଼ ଦାୟିତ୍ୱ appeared first on Dharitri Odia News.