ଅପରାହ୍ନ ୫ଟା ସୁଦ୍ଧା ବରଗଡ଼ ଜିଲାରୁ ଆସିଲା ମତଦାନ ହାର

ବରଗଡ଼,୨୦।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି । ମତଦାନ କେନ୍ଦ୍ରଗୁଡିକରେ ଏବେବି ମତଦାତାଙ୍କ ଲମ୍ବା ଧାଡ଼ି ଲାଗିଛି । ମିଳିଥିବା ସୂଚନା ଅନୁଯାୟୀ, ପୂର୍ବାହ୍ନ ୫ଟା ସୁଦ୍ଧା ଜିଲାର ସବୁ ବିଧାନସଭା ନିର୍ବାଚନ ମଣ୍ଡଳୀରେ ମତଦାନ ହାର ୬୫ ପ୍ରତିଶତ ଟପିଛି। ଅତାବିରା ବିଧାନସଭା ନିର୍ବାଚନ ମଣ୍ଡଳୀରେ ସର୍ବାଧିକ ୬୭ ପ୍ରତିଶତ ଏବଂ ବିଜେପୁର ବିଧାନସଭା ନିର୍ବାଚନ ମଣ୍ଡଳୀରେ ସର୍ବନିମ୍ନ ୬୪.୮୦ ପ୍ରତିଶତ ମତଦାନ […] The post ଅପରାହ୍ନ ୫ଟା ସୁଦ୍ଧା ବରଗଡ଼ ଜିଲାରୁ ଆସିଲା ମତଦାନ ହାର appeared first on Dharitri Odia News.

ଅପରାହ୍ନ ୫ଟା ସୁଦ୍ଧା ବରଗଡ଼ ଜିଲାରୁ ଆସିଲା ମତଦାନ ହାର

ବରଗଡ଼,୨୦।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି । ମତଦାନ କେନ୍ଦ୍ରଗୁଡିକରେ ଏବେବି ମତଦାତାଙ୍କ ଲମ୍ବା ଧାଡ଼ି ଲାଗିଛି ।

ମିଳିଥିବା ସୂଚନା ଅନୁଯାୟୀ, ପୂର୍ବାହ୍ନ ୫ଟା ସୁଦ୍ଧା ଜିଲାର ସବୁ ବିଧାନସଭା ନିର୍ବାଚନ ମଣ୍ଡଳୀରେ ମତଦାନ ହାର ୬୫ ପ୍ରତିଶତ ଟପିଛି। ଅତାବିରା ବିଧାନସଭା ନିର୍ବାଚନ ମଣ୍ଡଳୀରେ ସର୍ବାଧିକ ୬୭ ପ୍ରତିଶତ ଏବଂ ବିଜେପୁର ବିଧାନସଭା ନିର୍ବାଚନ ମଣ୍ଡଳୀରେ ସର୍ବନିମ୍ନ ୬୪.୮୦ ପ୍ରତିଶତ ମତଦାନ ହୋଇଛି। ସେହିପରି ପଦ୍ମପୁରରେ ୬୫.୩୨, ଭଟଲିରେ ୬୫.୨୩ ଏବଂ ବରଗଡ ବିଧାନସଭା ନିର୍ବାଚନ ମଣ୍ଡଳୀରେ ୬୫.୧୧ ପ୍ରତିଶତ ମତଦାନ ହୋଇଥିବା ଜଣାପଡ଼ିଛି।

The post ଅପରାହ୍ନ ୫ଟା ସୁଦ୍ଧା ବରଗଡ଼ ଜିଲାରୁ ଆସିଲା ମତଦାନ ହାର appeared first on Dharitri Odia News.