ଅପ୍ରେଲ୍ ୦୨ ତାରିଖ, ମଙ୍ଗଳବାର ; ଜାଣନ୍ତୁ କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନ
ମେଷ- ବନ୍ଧୁ ମିଳନର ଯୋଗ ରହିଛି । ଦିନଟି ଭଲ ଫଳ ଦେବ । ଧାର୍ମିକ କାର୍ଯ୍ୟରେ ଯୋଗଦାନ କରିବେ । ଖର୍ଚ୍ଚ ଅଧିକ ହେବାର ସମ୍ଭାବନା ହେବ । ଆୟର ଯୋଗ ରହିଛି । କାହାକୁ ଉଧାର ଦିଅନ୍ତୁ ନାହିଁ । ଉଚ୍ଚ ସ୍ଥାନରୁ ଖୁସିର ବାର୍ତ୍ତା ମିଳିବ ।ବୃଷ- ବାକି ଥିବା କାର୍ଯ୍ୟ ସଫଳତାର ସହ ସଂପୂର୍ଣ୍ଣ ହେବ । ପରୋପକାର କରି ଖୁସି ଅନୁଭବ କରିବେ । ସ୍ବାସ୍ଥ୍ୟାବସ୍ଥାରେ ଅବନତି ଦେଖାଦେବ । ପରିବାରରେ ଶୁଭ କର୍ମ ହେବ । ବ୍ୟବସାୟୀମାନେ ଲାଭବାନ ହେବେ ।ମିଥୁନ- ଅର୍ଥ ବିଷୟକ ଚିନ୍ତା ଲାଗି ରହିବ । ଦିନଟିରେ ସାମାନ୍ୟ କଳହ ଯୋଗ ରହିବ । ବ୍ୟବସାୟରେ ନୂତନ କାର୍ଯ୍ୟ ଆରମ୍ଭ ହେବ । ନିଜ କାର୍ଯ୍ୟକୁ ଠିକ୍ ସମୟରେ ପୂରଣ କରନ୍ତୁ । ଧାର୍ମିକ କାର୍ଯ୍ୟରେ ମନୋନିବେଶ କରିବେ ।କର୍କଟ- ଅଙ୍ଗରେ ଆଘାତ ଲାଗିଲା ଭଳି ସମସ୍ୟା ଦେଖା ଦେବ । କ୍ରୋଧ ବୃଦ୍ଧି ହେବ । ଅଯଥା କଳହରେ ସମୟ ନଷ୍ଟ ହେବ । ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହୁଅନ୍ତୁ । କାର୍ଯ୍ୟ କ୍ଷେତ୍ରରେ କିଛି ସମସ୍ୟା ଦେଖା ଦେଇପାରେ । ପରିବାରରେ ହଠାତ୍ କିଛି ଅସୁବିଧା ସୃଷ୍ଟି ହେବ ।ସିଂହ- ପରିଶ୍ରମ ସାମାନ୍ୟ ଅଧିକ ରହିବ । କର୍ମ କ୍ଷେତ୍ରରେ ଉଚ୍ଚପଦସ୍ଥ ହେବ । ଭ୍ରମଣର ଯୋଗ ରହିଛି । ବ୍ୟବସାୟୀମାନେ ଅଧିକ ଲାଭବାନ ହେବ । ପାରିବାରିକ ବିବାଦ ସମାପ୍ତ ହେବ । ରୋଗୀମାନେ ସେମାନଙ୍କର ବିଶେଷ ଯତ୍ନ ନେବା ଉଚିତ୍ ।କନ୍ୟା- ନୂତନ ବିନିଯୋଗରେ ବିପୁଳ ଅର୍ଥ କ୍ଷତି ହୋଇପାରେ । କାମ ପାଇଁ ଯାତ୍ରା କରିବା
ମେଷ- ବନ୍ଧୁ ମିଳନର ଯୋଗ ରହିଛି । ଦିନଟି ଭଲ ଫଳ ଦେବ । ଧାର୍ମିକ କାର୍ଯ୍ୟରେ ଯୋଗଦାନ କରିବେ । ଖର୍ଚ୍ଚ ଅଧିକ ହେବାର ସମ୍ଭାବନା ହେବ । ଆୟର ଯୋଗ ରହିଛି । କାହାକୁ ଉଧାର ଦିଅନ୍ତୁ ନାହିଁ । ଉଚ୍ଚ ସ୍ଥାନରୁ ଖୁସିର ବାର୍ତ୍ତା ମିଳିବ ।
ବୃଷ- ବାକି ଥିବା କାର୍ଯ୍ୟ ସଫଳତାର ସହ ସଂପୂର୍ଣ୍ଣ ହେବ । ପରୋପକାର କରି ଖୁସି ଅନୁଭବ କରିବେ । ସ୍ବାସ୍ଥ୍ୟାବସ୍ଥାରେ ଅବନତି ଦେଖାଦେବ । ପରିବାରରେ ଶୁଭ କର୍ମ ହେବ । ବ୍ୟବସାୟୀମାନେ ଲାଭବାନ ହେବେ ।
ମିଥୁନ- ଅର୍ଥ ବିଷୟକ ଚିନ୍ତା ଲାଗି ରହିବ । ଦିନଟିରେ ସାମାନ୍ୟ କଳହ ଯୋଗ ରହିବ । ବ୍ୟବସାୟରେ ନୂତନ କାର୍ଯ୍ୟ ଆରମ୍ଭ ହେବ । ନିଜ କାର୍ଯ୍ୟକୁ ଠିକ୍ ସମୟରେ ପୂରଣ କରନ୍ତୁ । ଧାର୍ମିକ କାର୍ଯ୍ୟରେ ମନୋନିବେଶ କରିବେ ।
କର୍କଟ- ଅଙ୍ଗରେ ଆଘାତ ଲାଗିଲା ଭଳି ସମସ୍ୟା ଦେଖା ଦେବ । କ୍ରୋଧ ବୃଦ୍ଧି ହେବ । ଅଯଥା କଳହରେ ସମୟ ନଷ୍ଟ ହେବ । ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହୁଅନ୍ତୁ । କାର୍ଯ୍ୟ କ୍ଷେତ୍ରରେ କିଛି ସମସ୍ୟା ଦେଖା ଦେଇପାରେ । ପରିବାରରେ ହଠାତ୍ କିଛି ଅସୁବିଧା ସୃଷ୍ଟି ହେବ ।
ସିଂହ- ପରିଶ୍ରମ ସାମାନ୍ୟ ଅଧିକ ରହିବ । କର୍ମ କ୍ଷେତ୍ରରେ ଉଚ୍ଚପଦସ୍ଥ ହେବ । ଭ୍ରମଣର ଯୋଗ ରହିଛି । ବ୍ୟବସାୟୀମାନେ ଅଧିକ ଲାଭବାନ ହେବ । ପାରିବାରିକ ବିବାଦ ସମାପ୍ତ ହେବ । ରୋଗୀମାନେ ସେମାନଙ୍କର ବିଶେଷ ଯତ୍ନ ନେବା ଉଚିତ୍ ।
କନ୍ୟା- ନୂତନ ବିନିଯୋଗରେ ବିପୁଳ ଅର୍ଥ କ୍ଷତି ହୋଇପାରେ । କାମ ପାଇଁ ଯାତ୍ରା କରିବାକୁ ପଡ଼ିପାରେ । ପିଲାମାନଙ୍କଠାରୁ ଭଲ ଖବର ଗ୍ରହଣ କରାଯାଇପାରେ । ଆଶାବାଦୀ ହୋଇ ରହିବେ, ହେଲେ ମଧ୍ୟ କାର୍ଯ୍ୟ ସଫଳ ହୋଇନପାରେ ।
ତୁଳା- ତୁଳା ରାଶିକୁ ଶ୍ରୀ ଚନ୍ଦ୍ର । ଭାଗ୍ୟର ପୂର୍ଣ୍ଣ ସମର୍ଥନ ପାଇବେ । ବିବାହିତ ଜୀବନ ଖୁସି ହେବ । ସ୍ୱାସ୍ଥ୍ୟ ଦୃଷ୍ଟିରୁ ଫିଟ୍ ଅନୁଭବ କରିବେ । ପୁରୁଣା ସାଙ୍ଗମାନଙ୍କୁ ଭେଟିବାର ସୁଯୋଗ ପାଇବେ । ଛାତ୍ରମାନେ ଭଲ ଫଳାଫଳ ପାଇବେ ।
ବିଛା- ପଥରୋଧ ହୋଇପାରେ । କିଛି ବି ଦ୍ରବ୍ୟ ବ୍ୟୟ ହୋଇପାରେ । ମାନସିକ ଅଶାନ୍ତି ଦେଖାଦେଇପାରେ । ଅନ୍ୟ ଲୋକଙ୍କ ବିଷୟରେ ଆଲୋଚନା କରି ସମୟ ନଷ୍ଟ କରିବେ । ପ୍ରେମ ସମ୍ପର୍କରେ ମଧୁରତା ଆସିବାର ସମ୍ଭାବନା ଅଛି । ବିଦ୍ୟାର୍ଥୀମାନେ ସାମାନ୍ୟ ଆମାନଯୋଗୀ ହେବେ ।
ଧନୁ- ଗୃହରେ କିଛି ଶୁଭ କାର୍ଯ୍ୟ ଆରମ୍ଭ ହୋଇପାରେ । ଯେଉଁ କାର୍ଯ୍ୟ କରିବେ ତାହା ସଫଳତା ଦେବ । ମନ ପ୍ରଫୁଲ୍ଲ ରହିବ। ଆନନ୍ଦରେ ଦିନଟି କଟିବ । କର୍ମ କ୍ଷେତ୍ରରେ ଉଚ୍ଚ ପଦାଧିକାରୀଙ୍କ ସମର୍ଥନ ପାଇବେ । ବିଦ୍ୟାର୍ଥୀମାନେ ସଫଳତା ପାଇବେ।
ମକର- କାର୍ଯ୍ୟ ବ୍ୟସ୍ତତା ଭିତରେ ଦିନଟି କଟିବ । ଶିକ୍ଷାଗତ ଏବଂ ଅନୁସନ୍ଧାନ କାର୍ଯ୍ୟ ପାଇଁ ଅନ୍ୟ କିଛି ସ୍ଥାନକୁ ଯାଇପାରନ୍ତି । ପରିବାରଠାରୁ ଦୂରରେ ରହିବାକୁ ପଡିପାରେ । ପରିଶ୍ରମ ଅଧିକ ହେବ। ପରୋପକାର କରି ଖୁସି ଅନୁଭବ କରିବେ ।
କୁମ୍ଭ- ସମ୍ମାନ ହାନି ଘଟିବ ଅଜଣା ବ୍ୟକ୍ତିଙ୍କ ପାଇଁ ଠକାମୀର ଶିକାର ହୋଇପାରନ୍ତି । ଧନ ଲାଭର ଯୋଗ ମଧ୍ୟ ରହିଛି ।ଛାତ୍ର ଛାତ୍ରୀଙ୍କ ପାଇଁ ଦିନଟି ଆଳସ୍ୟରେ କଟିବ । ଦିନଟିରେ ଉତ୍ତମ ଫଳ ପ୍ରଦାନ କରିବ ନାହିଁ ।
ମୀନ- ଧନ କ୍ଷୟ ହେବାର ସମ୍ଭାବନା ରହିଛି । ଶାରୀରିକ ସମସ୍ୟା ଦେଖା ଦେବ । ତଳିପେଟରେ ଯନ୍ତ୍ରଣା ଦେଖା ଦେଇପାରେ ।ଦିନଟି ଏତେ ଉତ୍ତମ ଫଳ ଦେବ ନାହିଁ । ବହୁ ପରିଶ୍ରମରେ ଅଳ୍ପ ଲାଭ । ଚାଲୁଥିବ କାର୍ଯ୍ୟ ଅଧାରୁ ଅଟକି ଯାଇପାରେ ।
ଜ୍ୟୋତିର୍ବିଦ ଶ୍ରୀ ସିଦ୍ଧାର୍ଥ ଶେଖର ନାୟକ
ଯୋଗାଯୋଗ - ୮୨୪୯୮୨୬୬୮୨