ଅପ୍ରେଲ୍ ୦୬ ତାରିଖ, ଶନିବାର ; ଜାଣନ୍ତୁ କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନ
ମେଷ- ଧନ ପ୍ରାପ୍ତିର ଯୋଗ ରହିଛି । ମନ ପ୍ରସନ୍ନ ରହିବ । ଉତ୍ସାହର ସହ କାର୍ଯ୍ୟ କରିବେ । ଅର୍ଥ ନିବେଶ ପାଇଁ ଦିନଟି ବହୁତ ଉତ୍ତମ ରହିବ । ମାଲି ମକୋଦ୍ଦାମାରେ ଜୟଯୁକ୍ତ ହେବେ । ଛାତ୍ରଛାତ୍ରୀମାନେ ଅଧିକ ପରିଶ୍ରମ କରି ସଫଳତା ହାସଲ କରିବେ ।ବୃଷ- କର୍ମ ଚଞ୍ଚଳ ରହିବେ । ମାନସିକ ଚିନ୍ତାରେ ରହି ନିଷ୍ପତ୍ତି ନେବେ ଓ ସଫଳତା ମଧ୍ୟ ମିଳିବ । ପରିବାରରେ ସାହାଯ୍ୟ ସହାନୁଭୂତି ଲାଗି ରହିବ । ମିଳୁନଥିବା ଅର୍ଥ, ହଠାତ୍ ପ୍ରାପ୍ତି ହେବ । ନୂତନ ଯାନବାହାନ କ୍ରୟ କରିବେ । ଛାତ୍ରଛାତ୍ରୀମାନେ ବ୍ୟସ୍ତତାରେ ଦିନ କାଟିବେ।ମିଥୁନ- ଦେହ ଅସୁସ୍ଥ ରହିବାର ସୂଚନା ମିଳେ । ଦିନଟି ମଧ୍ୟମ ଫଳ ଦେବ । କାର୍ଯ୍ୟ କ୍ଷେତ୍ରରେ ଚିନ୍ତା ଜନକ ପରିସ୍ଥିତି ସୃଷ୍ଟି ହୋଇପାରେ । ମାନସିକ ଚାପ ବଢିବ । ବିଚ୍ଛେଦ ହୋଇଥିବା ସମ୍ପର୍କ ନୂତନ ମୋଡ଼ ନେବ । ବ୍ୟବସାୟରେ ଏତେ ଲାଭ ଯୋଗ ନାହିଁ ।କର୍କଟ- ଦିନଟି ଏତେ ଉତ୍ତମ ଫଳ ଦେବ ନାହିଁ । ମାନସିକ ସ୍ଥିତି ଠିକ୍ ରହିବ ନାହିଁ । କିଛି ଭୁଲ ନିଷ୍ପତି ମଧ୍ୟ ନେଇପାରନ୍ତି । ଅନ୍ୟ ଲୋକଙ୍କ କଥାକୁ ଅଧିକ ଗୁରୁତ୍ଵ ଦେବ । ଏକା ସହ ଏକାଧିକ କାର୍ଯ୍ୟରେ ଯୋଗଦାନ କରିବେ। ସିଂହ- ଦିନଟିରେ ଅତ୍ୟନ୍ତ ଖୁସି ଖବର ମିଳିବ। ବ୍ୟବସାୟୀମାନଙ୍କର ନୂତନ ଚୁକ୍ତି ଯୋଗୁଁ ଲାଭବାନ ହେବାର ସମ୍ଭାବନା ରହିଛି । ମାତା ପିତାଙ୍କ ଆଶୀର୍ବାଦ ମିଳିବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ବିଦ୍ୟାର୍ଥୀ ମାନେ ପରୀକ୍ଷାରେ ସଫଳତା ଅର୍ଜନ କରି
ମେଷ- ଧନ ପ୍ରାପ୍ତିର ଯୋଗ ରହିଛି । ମନ ପ୍ରସନ୍ନ ରହିବ । ଉତ୍ସାହର ସହ କାର୍ଯ୍ୟ କରିବେ । ଅର୍ଥ ନିବେଶ ପାଇଁ ଦିନଟି ବହୁତ ଉତ୍ତମ ରହିବ । ମାଲି ମକୋଦ୍ଦାମାରେ ଜୟଯୁକ୍ତ ହେବେ । ଛାତ୍ରଛାତ୍ରୀମାନେ ଅଧିକ ପରିଶ୍ରମ କରି ସଫଳତା ହାସଲ କରିବେ ।
ବୃଷ- କର୍ମ ଚଞ୍ଚଳ ରହିବେ । ମାନସିକ ଚିନ୍ତାରେ ରହି ନିଷ୍ପତ୍ତି ନେବେ ଓ ସଫଳତା ମଧ୍ୟ ମିଳିବ । ପରିବାରରେ ସାହାଯ୍ୟ ସହାନୁଭୂତି ଲାଗି ରହିବ । ମିଳୁନଥିବା ଅର୍ଥ, ହଠାତ୍ ପ୍ରାପ୍ତି ହେବ । ନୂତନ ଯାନବାହାନ କ୍ରୟ କରିବେ । ଛାତ୍ରଛାତ୍ରୀମାନେ ବ୍ୟସ୍ତତାରେ ଦିନ କାଟିବେ।
ମିଥୁନ- ଦେହ ଅସୁସ୍ଥ ରହିବାର ସୂଚନା ମିଳେ । ଦିନଟି ମଧ୍ୟମ ଫଳ ଦେବ । କାର୍ଯ୍ୟ କ୍ଷେତ୍ରରେ ଚିନ୍ତା ଜନକ ପରିସ୍ଥିତି ସୃଷ୍ଟି ହୋଇପାରେ । ମାନସିକ ଚାପ ବଢିବ । ବିଚ୍ଛେଦ ହୋଇଥିବା ସମ୍ପର୍କ ନୂତନ ମୋଡ଼ ନେବ । ବ୍ୟବସାୟରେ ଏତେ ଲାଭ ଯୋଗ ନାହିଁ ।
କର୍କଟ- ଦିନଟି ଏତେ ଉତ୍ତମ ଫଳ ଦେବ ନାହିଁ । ମାନସିକ ସ୍ଥିତି ଠିକ୍ ରହିବ ନାହିଁ । କିଛି ଭୁଲ ନିଷ୍ପତି ମଧ୍ୟ ନେଇପାରନ୍ତି । ଅନ୍ୟ ଲୋକଙ୍କ କଥାକୁ ଅଧିକ ଗୁରୁତ୍ଵ ଦେବ । ଏକା ସହ ଏକାଧିକ କାର୍ଯ୍ୟରେ ଯୋଗଦାନ କରିବେ।
ସିଂହ- ଦିନଟିରେ ଅତ୍ୟନ୍ତ ଖୁସି ଖବର ମିଳିବ। ବ୍ୟବସାୟୀମାନଙ୍କର ନୂତନ ଚୁକ୍ତି ଯୋଗୁଁ ଲାଭବାନ ହେବାର ସମ୍ଭାବନା ରହିଛି । ମାତା ପିତାଙ୍କ ଆଶୀର୍ବାଦ ମିଳିବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ବିଦ୍ୟାର୍ଥୀ ମାନେ ପରୀକ୍ଷାରେ ସଫଳତା ଅର୍ଜନ କରିବେ । ବନ୍ଧୁଙ୍କ ସହଯୋଗ ପାଇବେ ।
କନ୍ୟା- ଦିନଟିରେ ମିଶ୍ର ଫଳ ଲାଭ ହେବ । ଶିକ୍ଷା କ୍ଷେତ୍ରରେ ନିଜକୁ ଅଣଦେଖା କରନ୍ତୁ ନାହିଁ । ବାହ୍ୟ ଲୋକଙ୍କ ଦ୍ଵାରା ଠକାମୀର ଶିକାର ହୋଇପାରନ୍ତି । କାହା କଥାରେ ପଡ଼ି ନିର୍ଣ୍ଣୟ ନିଅନ୍ତୁ ନାହିଁ । ଦାମ୍ପତ୍ୟ ଜୀବନରେ ଖୁସି ରହିବ ।
ତୁଳା- କୌଣସି କଥାକୁ ନେଇ ଚିନ୍ତାରେ ରହିବେ । କିଛି ନୂତନ ସମସ୍ୟା ସୃଷ୍ଟି ହୋଇପାରେ । ଛାତ୍ରଛାତ୍ରୀମାନେ ମନ ଲଗାଇ ପରିଶ୍ରମ କରିବେ । ନୂଆ ଯୋଜନା ପାଇଁ କାର୍ଯ୍ୟ ଆରମ୍ଭ କରିବେ । କାର୍ଯ୍ୟ କ୍ଷେତ୍ରରେ ମନରେ ଥିବା କଥା ଗୁପ୍ତରେ ରଖନ୍ତୁ ।
ବିଛା- ଦିନଟି ମିଶ୍ର ଫଳ ଦେବ । ଚାକିରିରେ ଉନ୍ନତି ହେବ । ପଦୋନ୍ନତି ହେବାର ଯଥେଷ୍ଟ ସମ୍ଭାବନା ରହିଛି । ଭ୍ରମଣର ଯୋଗ ରହିଛି । ପ୍ରତିରୋଧର ଶିକାର ହୋଇପାରନ୍ତି । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ଛାତ୍ରଛାତ୍ରୀମାନେ ଆଶାତୀତ ଫଳ ପ୍ରାପ୍ତ କରିବେ।
ଧନୁ- ବ୍ୟସ୍ତ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ । ଦୃଢ଼ ମନା ହୁଅନ୍ତୁ ସଂପତ୍ତି କ୍ରୟ କରିବା ପାଇଁ ଆଗ୍ରହୀ ହେବେ। ବନ୍ଧୁଙ୍କ ଠାରୁ ଉପହାର ମିଳିବ । ବ୍ୟବସାୟୀମାନେ ଅଧିକ ଲାଭ ଆଶାରେ ରହିବେ । ଛାତ୍ରଛାତ୍ରୀମାନେ ଖୁସି ମନରେ ରହିବେ।
ମକର- ଦିନଟିରେ ମିଶ୍ର ଫଳ ମିଳିବ । ପରିବାରରେ ସୁଖ ଶାନ୍ତି ଲାଗି ରହିବ । ନେଇଥିବା ଉଧାର ଫେରସ୍ତ ମିଳିବ। ଅନ୍ଧ ଭଳି କାହାକୁ ଭରସା କରନ୍ତୁ ନାହିଁ । କିଛି ଶୁଭ କର୍ମ ପାଇଁ ଅଧିକ ସମୟ ଅପେକ୍ଷା କରିବାକୁ ପଡ଼ିବ । ଆୟ ଅପେକ୍ଷା ବ୍ୟୟ ଅଧିକ ରହିବ ।
କୁମ୍ଭ- ଶ୍ରୀଚନ୍ଦ୍ର ଯୋଗୁଁ ଦିନଟି ଉତ୍ତମ ଫଳ ପ୍ରଦାନ କରିବ । ଚାକିରି କ୍ଷେତ୍ରରେ ପଦୋନ୍ନତିର ଯୋଗ ଅଛି । ବିଦ୍ୟାର୍ଥୀମାନେ ଫଳାଫଳକୁ ଅପେକ୍ଷା କରିବେ । ନୂତନ ଯାନବାହାନ କ୍ରୟ କରିପାରନ୍ତି । ନୂତନ ସ୍ଥାନ ପ୍ରାପ୍ତିର ଯୋଗ ରହିଛି ।
ମୀନ- ମୀନ ରାଶିକୁ ଘାତ ଚନ୍ଦ୍ର । ଦିନଟି ଏତେ ଫଳପ୍ରଦ ହେବ ନାହିଁ । ଅଯଥା ଖର୍ଚ୍ଚରୁ ଦୂରେଇ ରୁହନ୍ତୁ । ବନ୍ଧନର ଭୟ ଆପଣଙ୍କୁ ରହିବ। ପୁରୁଣା ବନ୍ଧୁଙ୍କ ମିଳନ ହୋଇ ପାରେ । ବ୍ୟବସାୟରେ ସଂପୂର୍ଣ୍ଣ ଧ୍ୟାନ ଦେବେ ନହେଲେ କ୍ଷତି ହୋଇପାରେ ।
ଜ୍ୟୋତିର୍ବିଦ ଶ୍ରୀ ସିଦ୍ଧାର୍ଥ ଶେଖର ନାୟକ, ଯୋଗାଯୋଗ - ୮୨୪୯୮୨୬୬୮୨