ଅବକାରୀ ନୀତିରେ ପରିବର୍ତ୍ତନ ଆଣିଲେ ସରକାର, ପୁରୀ ବେଳାଭୂମିରେ ଖୋଲିବନି ମଦ କ୍ୟାବିନ
ପୁରୀ ୧୩।୯: ବିରୋଧ ପରେ ଅବକାରୀ ନୀତିରେ ପରିବର୍ତ୍ତନ ଆଣିଲେ ରାଜ୍ୟ ସରକାର । ପୁରୀ ବେଳାଭୂମିରେ ଖୋଲିବନି ମଦ କ୍ୟାବିନ । ସଂଶୋଧିତ ବିଜ୍ଞପ୍ତି ପ୍ରକାଶ କଲେ ଅବକାରୀ କମିଶନର । ପୁରୀ ପୌରାଞ୍ଚଳରେ ସମୁଦ୍ର ବେଳାଭୂମିରେ ମଦ ଦୋକାନ ଖୋଲିବନି । ସାମାଜିକ, ଧାର୍ମିକ ଓ ସାଂସ୍କୃତିକ ଦିଗକୁ ଦୃଷ୍ଟିରେ ନିଷ୍ପତ୍ତି ପରିବର୍ତ୍ତନ କଲେ ସରକାର । ସେହିପରି ରାଜ୍ୟର ଅନ୍ୟ ଧର୍ମ ଅନୁଷ୍ଠାନର ୫ କି.ମି. ପରିଧିରେ ଖୋଲିବନି ମଦ ଦୋକାନ ।You Can Read:ଲଗାଣ ବର୍ଷାରେ ଧୋଇଗଲା ରାସ୍ତା, ଉଦଳା-ବାଲେଶ୍ୱର ଯୋଗାଯୋଗ ବିଚ୍ଛିନ୍ନ
ପୁରୀ ୧୩।୯: ବିରୋଧ ପରେ ଅବକାରୀ ନୀତିରେ ପରିବର୍ତ୍ତନ ଆଣିଲେ ରାଜ୍ୟ ସରକାର । ପୁରୀ ବେଳାଭୂମିରେ ଖୋଲିବନି ମଦ କ୍ୟାବିନ । ସଂଶୋଧିତ ବିଜ୍ଞପ୍ତି ପ୍ରକାଶ କଲେ ଅବକାରୀ କମିଶନର ।
ପୁରୀ ପୌରାଞ୍ଚଳରେ ସମୁଦ୍ର ବେଳାଭୂମିରେ ମଦ ଦୋକାନ ଖୋଲିବନି । ସାମାଜିକ, ଧାର୍ମିକ ଓ ସାଂସ୍କୃତିକ ଦିଗକୁ ଦୃଷ୍ଟିରେ ନିଷ୍ପତ୍ତି ପରିବର୍ତ୍ତନ କଲେ ସରକାର । ସେହିପରି ରାଜ୍ୟର ଅନ୍ୟ ଧର୍ମ ଅନୁଷ୍ଠାନର ୫ କି.ମି. ପରିଧିରେ ଖୋଲିବନି ମଦ ଦୋକାନ ।
You Can Read:
ଲଗାଣ ବର୍ଷାରେ ଧୋଇଗଲା ରାସ୍ତା, ଉଦଳା-ବାଲେଶ୍ୱର ଯୋଗାଯୋଗ ବିଚ୍ଛିନ୍ନ