ଅବକାରୀ ବିଭାଗ ପକ୍ଷରୁ ଚଢାଉ, ବିପୁଳ ପରିମାଣର ମଦ ଜବତ ସହ ପୋଚ ନଷ୍ଟ

ଆଠଗଡ଼ ୩।୧: ଆଠଗଡ଼ରେ ଅବକାରୀ ବିଭାଗ ପକ୍ଷରୁ ଚଢାଉ । ବିପୁଳ ପରିମାଣର ମଦ ଜବତ ସହ ପୋଚ ନଷ୍ଟ । ସୂଚନାଯୋଗ୍ୟ ଯେ, କଟକ ଅବକାରୀ ଭ୍ରାମ୍ୟମାଣ ଦଳ ଏବଂ ଆଠଗଡ଼ ଅବକାରୀ ପକ୍ଷରୁ ମିଳିତ ଚଢାଉ କରାଯାଇଛି । ବିପୁଳ ପରିମାଣର ଚୋରା ଦେଶୀ ରନ୍ଧା ମଦ ସହିତ ପୋଚ ଜବତ କରାଯାଇ ନଷ୍ଟ କରାଯାଇଛି । କଟକ ଜିଲ୍ଲା ଅବକାରୀ ଅଧିକ୍ଷକ କରୁଣା ଶଙ୍କର ତିୱାରୀଙ୍କ ନିର୍ଦ୍ଦେଶ କ୍ରମେ ତିଗିରିଆ ଥାନା ଅନ୍ତର୍ଗତ ଭିରୁଡା ଏବଂ ପଣସପାଟଣା ପାଇକସାହିରେ ଚଢାଉ କରାଯାଇଥିଲା । ୭୦୦ ଲିଟର ଚୋରା ଦେଶୀ ରନ୍ଧା ମଦ ଏବଂ ୪୨୦୦ ଲିଟର ଗୁଡ ପୋଚ ଜବତ କରାଯାଇ ନଷ୍ଟ କରାଯାଇଛି । ଏ ବାବଦରେ ୨ଟି ମାମଲା ରୁଜୁ କରାଯାଇଥିବା ଅବକାରୀ ବିଭାଗ ପକ୍ଷରୁ ସୂଚନା ମିଳିଛି । ଏହି ଚଢାଉରେ ୧୦ରୁ ଉର୍ଦ୍ଧ୍ବ ବିଭାଗୀୟ ଅଧିକାରୀ ଏହି ଚଢ଼ାଉରେ ସାମିଲ ଥିଲେ ।You Can Read:ଗ୍ୟାସ୍‌ ସିଲିଣ୍ଡରରୁ ଲାଗିଲା ନିଆଁ : ଶିକ୍ଷୟିତ୍ରୀଙ୍କ ମୃତ୍ୟୁ, ସରପଞ୍ଚ ସ୍ବାମୀ ଗୁରୁତର 

ଅବକାରୀ ବିଭାଗ ପକ୍ଷରୁ ଚଢାଉ, ବିପୁଳ ପରିମାଣର ମଦ ଜବତ ସହ ପୋଚ ନଷ୍ଟ

ଆଠଗଡ଼ ୩।୧: ଆଠଗଡ଼ରେ ଅବକାରୀ ବିଭାଗ ପକ୍ଷରୁ ଚଢାଉ । ବିପୁଳ ପରିମାଣର ମଦ ଜବତ ସହ ପୋଚ ନଷ୍ଟ । 

ସୂଚନାଯୋଗ୍ୟ ଯେ, କଟକ ଅବକାରୀ ଭ୍ରାମ୍ୟମାଣ ଦଳ ଏବଂ ଆଠଗଡ଼ ଅବକାରୀ ପକ୍ଷରୁ ମିଳିତ ଚଢାଉ କରାଯାଇଛି । ବିପୁଳ ପରିମାଣର ଚୋରା ଦେଶୀ ରନ୍ଧା ମଦ ସହିତ ପୋଚ ଜବତ କରାଯାଇ ନଷ୍ଟ କରାଯାଇଛି । କଟକ ଜିଲ୍ଲା ଅବକାରୀ ଅଧିକ୍ଷକ କରୁଣା ଶଙ୍କର ତିୱାରୀଙ୍କ ନିର୍ଦ୍ଦେଶ କ୍ରମେ ତିଗିରିଆ ଥାନା ଅନ୍ତର୍ଗତ ଭିରୁଡା ଏବଂ ପଣସପାଟଣା ପାଇକସାହିରେ ଚଢାଉ କରାଯାଇଥିଲା । ୭୦୦ ଲିଟର ଚୋରା ଦେଶୀ ରନ୍ଧା ମଦ ଏବଂ ୪୨୦୦ ଲିଟର ଗୁଡ ପୋଚ ଜବତ କରାଯାଇ ନଷ୍ଟ କରାଯାଇଛି । ଏ ବାବଦରେ ୨ଟି ମାମଲା ରୁଜୁ କରାଯାଇଥିବା ଅବକାରୀ ବିଭାଗ ପକ୍ଷରୁ ସୂଚନା ମିଳିଛି । ଏହି ଚଢାଉରେ ୧୦ରୁ ଉର୍ଦ୍ଧ୍ବ ବିଭାଗୀୟ ଅଧିକାରୀ ଏହି ଚଢ଼ାଉରେ ସାମିଲ ଥିଲେ ।

You Can Read:

ଗ୍ୟାସ୍‌ ସିଲିଣ୍ଡରରୁ ଲାଗିଲା ନିଆଁ : ଶିକ୍ଷୟିତ୍ରୀଙ୍କ ମୃତ୍ୟୁ, ସରପଞ୍ଚ ସ୍ବାମୀ ଗୁରୁତର