ଅବକାରୀ ମନ୍ତ୍ରୀଙ୍କ ବଡ଼ ଘୋଷଣା: ରାଜ୍ୟରେ ସମ୍ପୂର୍ଣ୍ଣ ବନ୍ଦ ହେବ ଡ୍ୟାନ୍ସ ବାର୍‌

ଭୁବନେଶ୍ୱର,୨୩।୮: ବିଧାନସଭାରେ ଶୁକ୍ରବାର ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏକ ବଡ଼ ଘୋଷଣା କରିଛନ୍ତି। ଆଗକୁ ରାଜ୍ୟରେ ସମ୍ପୂର୍ଣ୍ଣ ଭାବେ ଡ୍ୟାନ୍ସ ବାର୍‌ ବନ୍ଦ କରାଯିବ। ଗୃହରେ ଅବକାରୀ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଓଡ଼ିଆ ଅସ୍ମିତାକୁ ନେଇ ନୂଆ ଅବକାରୀ ନୀତି ଅଣାଯିବ। ସ୍କୁଲ, କଲେଜ, ମନ୍ଦିର ପାଖରେ ଆଉ ମଦ ଦୋକାନ ରହିବନି। ଶିକ୍ଷାନୁଷ୍ଠାନ ଓ ମନ୍ଦିର ଠାରୁ ମଦ ଦୋକାନ ଯଥେଷ୍ଟ ଦୂରରେ ରହିବ। ଏହାସହ ଚୋରା ମଦ କାରବାର ନେଟୱର୍କର ମୂଳୋତ୍ପାଟନ […] The post ଅବକାରୀ ମନ୍ତ୍ରୀଙ୍କ ବଡ଼ ଘୋଷଣା: ରାଜ୍ୟରେ ସମ୍ପୂର୍ଣ୍ଣ ବନ୍ଦ ହେବ ଡ୍ୟାନ୍ସ ବାର୍‌ appeared first on Dharitri Odia News.

ଅବକାରୀ ମନ୍ତ୍ରୀଙ୍କ ବଡ଼ ଘୋଷଣା: ରାଜ୍ୟରେ ସମ୍ପୂର୍ଣ୍ଣ ବନ୍ଦ ହେବ ଡ୍ୟାନ୍ସ ବାର୍‌

ଭୁବନେଶ୍ୱର,୨୩।୮: ବିଧାନସଭାରେ ଶୁକ୍ରବାର ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏକ ବଡ଼ ଘୋଷଣା କରିଛନ୍ତି। ଆଗକୁ ରାଜ୍ୟରେ ସମ୍ପୂର୍ଣ୍ଣ ଭାବେ ଡ୍ୟାନ୍ସ ବାର୍‌ ବନ୍ଦ କରାଯିବ। ଗୃହରେ ଅବକାରୀ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଓଡ଼ିଆ ଅସ୍ମିତାକୁ ନେଇ ନୂଆ ଅବକାରୀ ନୀତି ଅଣାଯିବ। ସ୍କୁଲ, କଲେଜ, ମନ୍ଦିର ପାଖରେ ଆଉ ମଦ ଦୋକାନ ରହିବନି। ଶିକ୍ଷାନୁଷ୍ଠାନ ଓ ମନ୍ଦିର ଠାରୁ ମଦ ଦୋକାନ ଯଥେଷ୍ଟ ଦୂରରେ ରହିବ। ଏହାସହ ଚୋରା ମଦ କାରବାର ନେଟୱର୍କର ମୂଳୋତ୍ପାଟନ ହେବ ବୋଲି ମନ୍ତ୍ରୀ କହିଛନ୍ତି।
ବିଧାନସଭାରେ ଆଜି ପ୍ରବଳ ହଟ୍ଟଗୋଳ ଦେଖିବାକୁ ମିଳିଥିଲା। ଅବକାରୀ ମନ୍ତ୍ରୀଙ୍କ ଇସ୍ତଫା ଦାବି କରି ବାଚସ୍ପତି ସୁରମା ପାଢୀଙ୍କ ପୋଡିୟମ ଉପରେ ବିଜେଡି ବିଧାୟକ ଚଢିବାକୁ ଉଦ୍ୟମ କରିଥିଲେ।

The post ଅବକାରୀ ମନ୍ତ୍ରୀଙ୍କ ବଡ଼ ଘୋଷଣା: ରାଜ୍ୟରେ ସମ୍ପୂର୍ଣ୍ଣ ବନ୍ଦ ହେବ ଡ୍ୟାନ୍ସ ବାର୍‌ appeared first on Dharitri Odia News.