ଅଭାବନୀୟ ଘଟଣା: ପାଣି ବଦଳରେ ଯନ୍ତ୍ରୀଙ୍କୁ ପରିସ୍ରା ପିଆଇ ଦେଲେ ପିଅନ!
ଗତ ୨୨ ତାରିଖରେ ଯନ୍ତ୍ରୀ ସଚିନ ଗୌଡ଼ ଆର.ଉଦୟଗିରିରେ ଯନ୍ତ୍ରୀ ଭାବେ କାର୍ଯ୍ୟରେ ଯୋଗ ଦେଇଥିଲେ l ୨୩ ତାରିଖ ରାତିରେ ଖାଇବା ପରେ ସେ ତାଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ପିଅନ ଶିବ ନାରାୟଣ ନାୟକଙ୍କୁ ପିଇବା ପାଇଁ ପାଣି ମାଗିଥିଲେ l ହେଲେ ପିଅନ ଜଣଙ୍କ ପାଣି ବଦଳରେ ଷ୍ଟିଲ ବୋତଲରେ ପରିସ୍ରା ଦେଇଥିଲେ l