ଅଭିନେତା ଉତ୍ତମ ମହାନ୍ତି ଗୁରୁତର: ହସ୍ପିଟାଲ୍ରେ ଭର୍ତ୍ତି
ଭୁବନେଶ୍ୱର,୮।୨: ଭେଟେରାନ ଅଭିନେତା ଉତ୍ତମ ମହାନ୍ତି ଗୁରୁତର ଅଛନ୍ତି। ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲ୍ରେ ତାଙ୍କୁ ଭର୍ତ୍ତି କରାଯାଇଛି। ସେ ଆଇସିୟୁ ଚିକିତ୍ସିତ ହେଉଥିବା ନେଇ ସୂଚନା ମିଳିଛି। ଉତ୍ତମ ମହାନ୍ତି ଓଡ଼ିଶା ସିନେ ଇଣ୍ଡଷ୍ଟ୍ରୀ ଜଣେ କିମ୍ବଦନ୍ତୀ ଅଭିନେତା। ୧୯୭୭ରେ ସେ ଅଭିମାନ ଫିଲ୍ମ ଜରିଆରେ ଓଲିଉଡ୍ରେ ଡେବ୍ୟୁ କରିଥିଲେ। ମୟୂରଭଞ୍ଜ ଜିଲାର ବାରିପଦାଠାରେ ଜନ୍ମ ହୋଇଥିଲେ ଉତ୍ତମ ମହାନ୍ତି। ସେ ୧୩୫ଟି ଓଡ଼ିଆ, ୩୦ଟି ବଙ୍ଗଳା ଓ ଗୋଟିଏ ହିନ୍ଦୀ ସିନେମାରେ ଅଭିନୟ କରିସାରିଛନ୍ତି। […] The post ଅଭିନେତା ଉତ୍ତମ ମହାନ୍ତି ଗୁରୁତର: ହସ୍ପିଟାଲ୍ରେ ଭର୍ତ୍ତି appeared first on Dharitri Odia News.
ଭୁବନେଶ୍ୱର,୮।୨: ଭେଟେରାନ ଅଭିନେତା ଉତ୍ତମ ମହାନ୍ତି ଗୁରୁତର ଅଛନ୍ତି। ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲ୍ରେ ତାଙ୍କୁ ଭର୍ତ୍ତି କରାଯାଇଛି। ସେ ଆଇସିୟୁ ଚିକିତ୍ସିତ ହେଉଥିବା ନେଇ ସୂଚନା ମିଳିଛି।
ଉତ୍ତମ ମହାନ୍ତି ଓଡ଼ିଶା ସିନେ ଇଣ୍ଡଷ୍ଟ୍ରୀ ଜଣେ କିମ୍ବଦନ୍ତୀ ଅଭିନେତା। ୧୯୭୭ରେ ସେ ଅଭିମାନ ଫିଲ୍ମ ଜରିଆରେ ଓଲିଉଡ୍ରେ ଡେବ୍ୟୁ କରିଥିଲେ।
ମୟୂରଭଞ୍ଜ ଜିଲାର ବାରିପଦାଠାରେ ଜନ୍ମ ହୋଇଥିଲେ ଉତ୍ତମ ମହାନ୍ତି। ସେ ୧୩୫ଟି ଓଡ଼ିଆ, ୩୦ଟି ବଙ୍ଗଳା ଓ ଗୋଟିଏ ହିନ୍ଦୀ ସିନେମାରେ ଅଭିନୟ କରିସାରିଛନ୍ତି। ଅଭିନେତ୍ରୀ ଅପରାଜିତାଙ୍କୁ ସେ ବିବାହ କରିଥିଲେ। ଉଭୟଙ୍କ ପୁଅ ବାବୁସାନ ମଧ୍ୟ ଜଣେ ଆଗଧାଡିର ଅଭିନେତା।
The post ଅଭିନେତା ଉତ୍ତମ ମହାନ୍ତି ଗୁରୁତର: ହସ୍ପିଟାଲ୍ରେ ଭର୍ତ୍ତି appeared first on Dharitri Odia News.