ଅଭିଯୋଗ ପ୍ରକୋଷ୍ଠରେ ରହିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ନିଜ ଘର ଦେଇଦେଲେ…
ଭୁବନେଶ୍ୱର,୨୧।୯: ଉଦାହରଣ ସୃଷ୍ଟିକଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଲୋକଙ୍କ ପାଇଁ ନିଜ ଘର ଦେଇଦେଲେ ମୁଖ୍ୟମନ୍ତ୍ରୀ। କେନ୍ଦୁଝରରେ ଥିବା ନିଜ ମଣ୍ଡୁଆ ବାସଭବନକୁ ଲୋକଙ୍କୁ ଉତ୍ସର୍ଗ କଲେ ମୋହନ। ଏଣିକି ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠରେ ରହିବେ। ଆଉ ଏହି ଅଭିଯୋଗ ପ୍ରକୋଷ୍ଠ ହେବ ମୋହନଙ୍କ ବାସଭବନ। ଏଥର ସପ୍ତାହକୁ ୬ ଦିନ ଖୋଲିବ ଅଭିଯୋଗ ପ୍ରକୋଷ୍ଠ। ଜଣେ ସରକାରୀ ଅଧିକାରୀ ଅଭିଯୋଗ ସଂଗ୍ରହ କରିବେ ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି। The post ଅଭିଯୋଗ ପ୍ରକୋଷ୍ଠରେ ରହିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ନିଜ ଘର ଦେଇଦେଲେ… appeared first on Dharitri Odia News.
ଭୁବନେଶ୍ୱର,୨୧।୯: ଉଦାହରଣ ସୃଷ୍ଟିକଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଲୋକଙ୍କ ପାଇଁ ନିଜ ଘର ଦେଇଦେଲେ ମୁଖ୍ୟମନ୍ତ୍ରୀ। କେନ୍ଦୁଝରରେ ଥିବା ନିଜ ମଣ୍ଡୁଆ ବାସଭବନକୁ ଲୋକଙ୍କୁ ଉତ୍ସର୍ଗ କଲେ ମୋହନ।
ଏଣିକି ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠରେ ରହିବେ। ଆଉ ଏହି ଅଭିଯୋଗ ପ୍ରକୋଷ୍ଠ ହେବ ମୋହନଙ୍କ ବାସଭବନ। ଏଥର ସପ୍ତାହକୁ ୬ ଦିନ ଖୋଲିବ ଅଭିଯୋଗ ପ୍ରକୋଷ୍ଠ। ଜଣେ ସରକାରୀ ଅଧିକାରୀ ଅଭିଯୋଗ ସଂଗ୍ରହ କରିବେ ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି।
The post ଅଭିଯୋଗ ପ୍ରକୋଷ୍ଠରେ ରହିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ନିଜ ଘର ଦେଇଦେଲେ… appeared first on Dharitri Odia News.