ଅଯୋଧ୍ୟାରେ ଜନ୍ମଭୂମି ମନ୍ଦିରରେ ରାମ ଲାଲା ମୂର୍ତ୍ତି ଉନ୍ମୋଚନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଅଯୋଧ୍ୟା,୨୨।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର ଅଯୋଧ୍ୟାରେ ଥିବା ଶ୍ରୀ ରାମ ଜନ୍ମଭୂମି ମନ୍ଦିରରେ ରାମ ଲାଲା ମୂର୍ତ୍ତି ଉନ୍ମୋଚନ କରିଛନ୍ତି। ଏହି ସମାରୋହରେ ପ୍ରଧାନମନ୍ତ୍ରୀ, ଆରଏସଏସ ମୁଖ୍ୟ ମୋହନ ଭଗବତ, ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବଂ ରାଜ୍ୟପାଳ ଅନାନଦିବେନ ପଟେଲ ଉପସ୍ଥିତ ରହି ରାମ ଲାଲାଙ୍କୁ ପ୍ରାର୍ଥନା କରିଥିଲେ। ଅଯୋଧ୍ୟାରେ ଥିବା ରାମ ମନ୍ଦିରରେ ଏହି ମୂର୍ତ୍ତି ଉନ୍ମୋଚିତ ହୋଇଥିଲା। #WATCH | PM Narendra Modi unveils the Ram Lalla idol […] The post ଅଯୋଧ୍ୟାରେ ଜନ୍ମଭୂମି ମନ୍ଦିରରେ ରାମ ଲାଲା ମୂର୍ତ୍ତି ଉନ୍ମୋଚନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି appeared first on Dharitri Odia News.

ଅଯୋଧ୍ୟାରେ ଜନ୍ମଭୂମି ମନ୍ଦିରରେ ରାମ ଲାଲା ମୂର୍ତ୍ତି ଉନ୍ମୋଚନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଅଯୋଧ୍ୟା,୨୨।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର ଅଯୋଧ୍ୟାରେ ଥିବା ଶ୍ରୀ ରାମ ଜନ୍ମଭୂମି ମନ୍ଦିରରେ ରାମ ଲାଲା ମୂର୍ତ୍ତି ଉନ୍ମୋଚନ କରିଛନ୍ତି। ଏହି ସମାରୋହରେ ପ୍ରଧାନମନ୍ତ୍ରୀ, ଆରଏସଏସ ମୁଖ୍ୟ ମୋହନ ଭଗବତ, ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବଂ ରାଜ୍ୟପାଳ ଅନାନଦିବେନ ପଟେଲ ଉପସ୍ଥିତ ରହି ରାମ ଲାଲାଙ୍କୁ ପ୍ରାର୍ଥନା କରିଥିଲେ। ଅଯୋଧ୍ୟାରେ ଥିବା ରାମ ମନ୍ଦିରରେ ଏହି ମୂର୍ତ୍ତି ଉନ୍ମୋଚିତ ହୋଇଥିଲା।

The post ଅଯୋଧ୍ୟାରେ ଜନ୍ମଭୂମି ମନ୍ଦିରରେ ରାମ ଲାଲା ମୂର୍ତ୍ତି ଉନ୍ମୋଚନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି appeared first on Dharitri Odia News.