ଅଯୋଧ୍ୟାରେ ପହଞ୍ଚିଲେ ସଚିନ ତେନ୍ଦୁଲକର
ଅଯୋଧ୍ୟା,୨୨ା୧: ରାମନଗରୀ ଅଯୋଧ୍ୟା ଆଜି ପ୍ରକମ୍ପିତ ହେଉଛି। ଆଜି ଭାରତବର୍ଷ ରାମଙ୍କ ଆନନ୍ଦରେ ପରିପୂର୍ଣ୍ଣ ହୋଇଛି। ରାମମନ୍ଦିରର ଉଦ୍ଘାଟନ ଏବଂ ରାମଲାଲାଙ୍କ ପ୍ରାଣପ୍ରତିଷ୍ଠା ସହିତ ରାମ ଭକ୍ତଙ୍କ ପ୍ରାୟ ୫୦୦ ବର୍ଷର ପ୍ରତୀକ୍ଷାର ଅନ୍ତଃ ଘଟିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ରାମମନ୍ଦିରର ଉଦ୍ଘାଟନ କରିବେ। ଅପରାହ୍ନ ୧୨.୨୦ରେ ରାମମନ୍ଦିରର ପ୍ରତିଷ୍ଠା ଆରମ୍ଭ ହେବ। ରାମମନ୍ଦିର ପ୍ରାଣପ୍ରତିଷ୍ଠା କାର୍ଯ୍ୟ ପାଇଁ ମାନ୍ୟଗଣ୍ୟ ବ୍ୟକ୍ତିମାନେ ଅଯୋଧ୍ୟା ଆସୁଛନ୍ତି। ଏହି ପରିପ୍ରେକ୍ଷୀରେ କ୍ରିକେଟ ଭଗବାନ ସଚିନ ତେନ୍ଦୁଲକର ଅଯୋଧ୍ୟାରେ ପହଞ୍ଚି […] The post ଅଯୋଧ୍ୟାରେ ପହଞ୍ଚିଲେ ସଚିନ ତେନ୍ଦୁଲକର appeared first on Dharitri Odia News.
ଅଯୋଧ୍ୟା,୨୨ା୧: ରାମନଗରୀ ଅଯୋଧ୍ୟା ଆଜି ପ୍ରକମ୍ପିତ ହେଉଛି। ଆଜି ଭାରତବର୍ଷ ରାମଙ୍କ ଆନନ୍ଦରେ ପରିପୂର୍ଣ୍ଣ ହୋଇଛି। ରାମମନ୍ଦିରର ଉଦ୍ଘାଟନ ଏବଂ ରାମଲାଲାଙ୍କ ପ୍ରାଣପ୍ରତିଷ୍ଠା ସହିତ ରାମ ଭକ୍ତଙ୍କ ପ୍ରାୟ ୫୦୦ ବର୍ଷର ପ୍ରତୀକ୍ଷାର ଅନ୍ତଃ ଘଟିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ରାମମନ୍ଦିରର ଉଦ୍ଘାଟନ କରିବେ। ଅପରାହ୍ନ ୧୨.୨୦ରେ ରାମମନ୍ଦିରର ପ୍ରତିଷ୍ଠା ଆରମ୍ଭ ହେବ। ରାମମନ୍ଦିର ପ୍ରାଣପ୍ରତିଷ୍ଠା କାର୍ଯ୍ୟ ପାଇଁ ମାନ୍ୟଗଣ୍ୟ ବ୍ୟକ୍ତିମାନେ ଅଯୋଧ୍ୟା ଆସୁଛନ୍ତି। ଏହି ପରିପ୍ରେକ୍ଷୀରେ କ୍ରିକେଟ ଭଗବାନ ସଚିନ ତେନ୍ଦୁଲକର ଅଯୋଧ୍ୟାରେ ପହଞ୍ଚି ସାରିଛନ୍ତି।
Sachin Tendulkar has reached Ayodhya
Read More