ଅଯୋଧ୍ୟାରେ ବିରାଜିଲେ ରାମଲାଲା, ଶ୍ରୀକ୍ଷେତ୍ରରେ ରଘୁନାଥ ବେଶ କେବେ ?

ଶେଷଥର ପାଇଁ ୧୯୦୫ ମସିହାରେ ମହାପ୍ରଭୁ ଭକ୍ତଙ୍କୁ ଏହି ଦୁର୍ଲଭ ବେଶ ହୋଇଥିଲା। ଏହା ପରଠାରୁ ଆଉ ମହାପ୍ରଭୁଙ୍କୁ ଏହି ବେଶ କରାଯାଇନି। ୧୯୮୩ ମସିହାରେ ଶ୍ରୀମନ୍ଦିର ପ୍ରଶାସନ ଆଗ୍ରହ ପ୍ରକାଶ କରିଥିଲେ ବି ଆର୍ଥିକ ଦୃଷ୍ଟିକୋଣରୁ ନିରବ ରହିଥିଲା।