ଅରିନ୍ଦମଙ୍କୁ ମିଳିଲା ଟିକେଟ୍‌, ଏଇଠୁ ଲଢିବେ…

ଭୁବନେଶ୍ୱର,୨୭।୪: ଓଡିଶା ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ଭାରତୀୟ ଜନତା ପାର୍ଟି। ବିଧାନସଭା ନିର୍ବାଚନ ପାଇଁ ବାକି ଥିବା ୮ ଆସନରେ ପ୍ରାର୍ଥୀ ଘୋଷଣା କରିଛି ଭାଜପା। ଯେଉଁଥିରେ ଅଭିନେତା ଅରିନ୍ଦମ ରାୟଙ୍କ ନାଁ ରହିଛି । ଦଳ ତାଙ୍କୁ କେନ୍ଦ୍ରାପଡା ସାଲେପୁରରୁ ଟିକେଟ୍‌ ଦେଇଛି। ନିକଟରେ ବିଜେଡି ଛାଡି ଭାଜପାରେ ସାମିଲ ହୋଇଥିଲେ । ଅରିନ୍ଦମଙ୍କ ବ୍ୟତୀତ ହିନ୍ଦୋଳରୁ ସୀମାରାଣୀ ନାୟକ, ଚମ୍ପୁଆରୁ ମୁରଲୀ ମନୋହର ଶର୍ମା, ବସ୍ତାରୁ ରବିନ୍ଦ୍ର ଅନ୍ଦିଆ, କେନ୍ଦ୍ରାପଡାରୁ […] The post ଅରିନ୍ଦମଙ୍କୁ ମିଳିଲା ଟିକେଟ୍‌, ଏଇଠୁ ଲଢିବେ… appeared first on Dharitri Odia News.

ଅରିନ୍ଦମଙ୍କୁ ମିଳିଲା ଟିକେଟ୍‌, ଏଇଠୁ ଲଢିବେ…

ଭୁବନେଶ୍ୱର,୨୭।୪: ଓଡିଶା ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ଭାରତୀୟ ଜନତା ପାର୍ଟି। ବିଧାନସଭା ନିର୍ବାଚନ ପାଇଁ ବାକି ଥିବା ୮ ଆସନରେ ପ୍ରାର୍ଥୀ ଘୋଷଣା କରିଛି ଭାଜପା। ଯେଉଁଥିରେ ଅଭିନେତା ଅରିନ୍ଦମ ରାୟଙ୍କ ନାଁ ରହିଛି । ଦଳ ତାଙ୍କୁ କେନ୍ଦ୍ରାପଡା ସାଲେପୁରରୁ ଟିକେଟ୍‌ ଦେଇଛି। ନିକଟରେ ବିଜେଡି ଛାଡି ଭାଜପାରେ ସାମିଲ ହୋଇଥିଲେ ।

ଅରିନ୍ଦମଙ୍କ ବ୍ୟତୀତ ହିନ୍ଦୋଳରୁ ସୀମାରାଣୀ ନାୟକ, ଚମ୍ପୁଆରୁ ମୁରଲୀ ମନୋହର ଶର୍ମା, ବସ୍ତାରୁ ରବିନ୍ଦ୍ର ଅନ୍ଦିଆ, କେନ୍ଦ୍ରାପଡାରୁ ଗୀତାଞ୍ଜଳି ସେଠୀ, ଖୋର୍ଦ୍ଧାରୁ ପ୍ରଶାନ୍ତ ଜଗଦ୍ଦେବ, ବାସୁଦେବପୁରରୁ ବାଣୀକଲ୍ୟାଣ ମହାନ୍ତିଙ୍କୁ ଟିକେଟ୍‌ ମିଳିଛି।

The post ଅରିନ୍ଦମଙ୍କୁ ମିଳିଲା ଟିକେଟ୍‌, ଏଇଠୁ ଲଢିବେ… appeared first on Dharitri Odia News.