ଅରେଞ୍ଜ୍‌ କ୍ୟାପ୍‌ ଉପରେ କବ୍‌ଜା କଲେ ଗାଏକ୍ୱାଡ୍‌: ଏହି କ୍ରିକେଟର୍‌ଙ୍କ ପାଖରେ ଅଛି ପର୍ପଲ୍‌ କ୍ୟାପ୍‌

ନୂଆଦିଲ୍ଲୀ,୨।୫: ଚେନ୍ନାଇ ସୁପର କିଙ୍ଗ୍ସର ଅଧିନାୟକ ଋତୁରାଜ ଗାଇକ୍ୱାଡ ପଞ୍ଜାବ କିଙ୍ଗସ ବିପକ୍ଷରେ ୫ ଚୌକା ଓ ୨ ଛକା ସହାୟତାରେ ୪୮ ବଲରେ ୬୨ ରନ ଖେଳି ଇନିଂସ ଖେଳିଥିଲେ। ଏହି ଇନିଂସ ସହ ସେ ବିରାଟ କୋହଲିଙ୍କୁ ପଛରେ ପକାଇ ଅରେଞ୍ଜ୍‌ କ୍ୟାପ୍‌ ଜିତିଛନ୍ତି। ଏହି ଟୁର୍ନାମେଣ୍ଟରେ କ୍ୟାପ ଗାଇକ୍ୱାଡ ୫୦୯ ରନ ପୂରଣ କରିଛନ୍ତି। ୫୦୦ ରନ ସହ ଏହି ତାଲିକାରେ କୋହଲି ଦ୍ୱିତୀୟ ସ୍ଥାନରେ ଅଛନ୍ତି। ପର୍ପଲ କ୍ୟାପ ରେସ୍‌ ବି […] The post ଅରେଞ୍ଜ୍‌ କ୍ୟାପ୍‌ ଉପରେ କବ୍‌ଜା କଲେ ଗାଏକ୍ୱାଡ୍‌: ଏହି କ୍ରିକେଟର୍‌ଙ୍କ ପାଖରେ ଅଛି ପର୍ପଲ୍‌ କ୍ୟାପ୍‌ appeared first on Dharitri Odia News.

ଅରେଞ୍ଜ୍‌ କ୍ୟାପ୍‌ ଉପରେ କବ୍‌ଜା କଲେ ଗାଏକ୍ୱାଡ୍‌: ଏହି କ୍ରିକେଟର୍‌ଙ୍କ ପାଖରେ ଅଛି ପର୍ପଲ୍‌ କ୍ୟାପ୍‌

ନୂଆଦିଲ୍ଲୀ,୨।୫: ଚେନ୍ନାଇ ସୁପର କିଙ୍ଗ୍ସର ଅଧିନାୟକ ଋତୁରାଜ ଗାଇକ୍ୱାଡ ପଞ୍ଜାବ କିଙ୍ଗସ ବିପକ୍ଷରେ ୫ ଚୌକା ଓ ୨ ଛକା ସହାୟତାରେ ୪୮ ବଲରେ ୬୨ ରନ ଖେଳି ଇନିଂସ ଖେଳିଥିଲେ। ଏହି ଇନିଂସ ସହ ସେ ବିରାଟ କୋହଲିଙ୍କୁ ପଛରେ ପକାଇ ଅରେଞ୍ଜ୍‌ କ୍ୟାପ୍‌ ଜିତିଛନ୍ତି। ଏହି ଟୁର୍ନାମେଣ୍ଟରେ କ୍ୟାପ ଗାଇକ୍ୱାଡ ୫୦୯ ରନ ପୂରଣ କରିଛନ୍ତି। ୫୦୦ ରନ ସହ ଏହି ତାଲିକାରେ କୋହଲି ଦ୍ୱିତୀୟ ସ୍ଥାନରେ ଅଛନ୍ତି।
ପର୍ପଲ କ୍ୟାପ ରେସ୍‌ ବି ରୋଚକ ସ୍ଥିତିରେ ପହଞ୍ଚିଛି। ବର୍ତ୍ତମାନ ମୁମ୍ବାଇ ଇଣ୍ଡିଆନ୍ସ ଦ୍ରୁତ ବୋଲର ଜସପ୍ରୀତ ବୁମ୍‌ରା ୧୪ ଉଇକେଟ ନେଇ ଶୀର୍ଷ ସ୍ଥାନରେ ଅଛନ୍ତି। ଏହି ତାଲିକାରେ ଚେନ୍ନାଇ ସୁପର କିଙ୍ଗ୍ସର ମୁସ୍ତାଫିଜୁର ରହମାନ ଏବଂ ପଞ୍ଜାବ କିଙ୍ଗର ହର୍ଷଲ ପଟେଲ ଯଥାକ୍ରମେ ୧୪-୧୪ ଉଇକେଟ ନେଇ ଦ୍ୱିତୀୟ ଏବଂ ତୃତୀୟ ସ୍ଥାନରେ ଅଛନ୍ତି।

The post ଅରେଞ୍ଜ୍‌ କ୍ୟାପ୍‌ ଉପରେ କବ୍‌ଜା କଲେ ଗାଏକ୍ୱାଡ୍‌: ଏହି କ୍ରିକେଟର୍‌ଙ୍କ ପାଖରେ ଅଛି ପର୍ପଲ୍‌ କ୍ୟାପ୍‌ appeared first on Dharitri Odia News.