ଅଶ୍ୱିନୀ ବୈଷ୍ଣବ ବିଜେପି ରାଜ୍ୟସଭା ପ୍ରାର୍ଥୀ
ସବୁ କଳ୍ପନାଜଳ୍ପନାର ଘଟିଲା ଅନ୍ତ । ପୁଣି ଥରେ ଓଡ଼ିଶାରୁ ରାଜ୍ୟସଭା ପ୍ରାର୍ଥୀ ହୋଇଛନ୍ତି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ଆଜି ବିଜେପି ଏନେଇ ବିଧିବଦ୍ଧ ଭାବେ ଘୋଷଣା କରିଛି । ଆଉ ବିଜେପିର ଘୋଷଣାର କିଛି ସମୟ ମଧ୍ୟରେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପ୍ରାର୍ଥିତ୍ୱକୁ ସମର୍ଥନ ଜଣାଇଛି ବିଜେଡି ।
ସବୁ କଳ୍ପନାଜଳ୍ପନାର ଘଟିଲା ଅନ୍ତ । ପୁଣି ଥରେ ଓଡ଼ିଶାରୁ ରାଜ୍ୟସଭା ପ୍ରାର୍ଥୀ ହୋଇଛନ୍ତି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ଆଜି ବିଜେପି ଏନେଇ ବିଧିବଦ୍ଧ
ଭାବେ ଘୋଷଣା କରିଛି । ଆଉ ବିଜେପିର ଘୋଷଣାର କିଛି ସମୟ ମଧ୍ୟରେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପ୍ରାର୍ଥିତ୍ୱକୁ ସମର୍ଥନ ଜଣାଇଛି ବିଜେଡି ।