ଅଷ୍ଟ୍ରେଲିଆ ଆଗରେ ୨୦୬ ରନ୍‌ର ଟାର୍ଗେଟ୍‌

ଗ୍ରସ ଆଇସ୍ଲେଟ, ୨୪।୬: ସେଣ୍ଟ ଲୁସିଆସ୍ଥିତ ଡାରେନ ସାମି ଜାତୀୟ କ୍ରିକେଟ ଷ୍ଟାଡିୟମରେ ସୋମବାର ଖେଳାଯାଉଥିବା ଶେଷ ସୁପର-୮ ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଫଳରେ ଆମନ୍ତ୍ରଣ ପାଇ ଭାରତ ବ୍ୟାଟିଂ କରିଥିଲା। ଅଧିନାୟକ ରୋହିତ ଶର୍ମାଙ୍କ ଦମ୍‌ଦାର ୯୨ ରନ୍‌ ବଳରେ ଭାରତ ନିର୍ଦ୍ଧାରିତ ୨୦ ଓଭରରେ ୫ ଉଇକେଟ୍‌ ହରାଇ ୨୦୫ ରନ୍‌ କରିଛି। ଫଳରେ ଅଷ୍ଟ୍ରେଲିଆ ଆଗରେ ୨୦୬ ରନ୍‌ର ବିଶାଳ ଟାର୍ଗେଟ୍‌ ରଖିଛି ଭାରତ। The post ଅଷ୍ଟ୍ରେଲିଆ ଆଗରେ ୨୦୬ ରନ୍‌ର ଟାର୍ଗେଟ୍‌ appeared first on Dharitri Odia News.

ଅଷ୍ଟ୍ରେଲିଆ ଆଗରେ ୨୦୬ ରନ୍‌ର ଟାର୍ଗେଟ୍‌

ଗ୍ରସ ଆଇସ୍ଲେଟ, ୨୪।୬: ସେଣ୍ଟ ଲୁସିଆସ୍ଥିତ ଡାରେନ ସାମି ଜାତୀୟ କ୍ରିକେଟ ଷ୍ଟାଡିୟମରେ ସୋମବାର ଖେଳାଯାଉଥିବା ଶେଷ ସୁପର-୮ ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଫଳରେ ଆମନ୍ତ୍ରଣ ପାଇ ଭାରତ ବ୍ୟାଟିଂ କରିଥିଲା। ଅଧିନାୟକ ରୋହିତ ଶର୍ମାଙ୍କ ଦମ୍‌ଦାର ୯୨ ରନ୍‌ ବଳରେ ଭାରତ ନିର୍ଦ୍ଧାରିତ ୨୦ ଓଭରରେ ୫ ଉଇକେଟ୍‌ ହରାଇ ୨୦୫ ରନ୍‌ କରିଛି। ଫଳରେ ଅଷ୍ଟ୍ରେଲିଆ ଆଗରେ ୨୦୬ ରନ୍‌ର ବିଶାଳ ଟାର୍ଗେଟ୍‌ ରଖିଛି ଭାରତ।

The post ଅଷ୍ଟ୍ରେଲିଆ ଆଗରେ ୨୦୬ ରନ୍‌ର ଟାର୍ଗେଟ୍‌ appeared first on Dharitri Odia News.