ଅସମ୍ଭାଳ ତାତି, ଅଂଶୁଘାତରେ ୨୮ ଆକ୍ରାନ୍ତ ଡାକ୍ତଖାନାରେ ଭର୍ତ୍ତି
ସୁନ୍ଦରଗଡ,୨୦।୪: ଅସମ୍ଭାଳ ହେଲାଣି ତାତି। ଆଉ ବଢ଼ିବାରେ ଲାଗିଛି ରାଜ୍ୟରେ ଅଂଶୁଘାତ ଆକ୍ରାନ୍ତଙ୍କ ସଂଖ୍ୟା। ସୁନ୍ଦରଗଡରେ ଅଂଶୁଘାତ ଆକ୍ରାନ୍ତଙ୍କ ସଂଖ୍ୟା ୨୮ରେ ପହଞ୍ଚିଛି। ପିଏଚସିରୁ ଜିଲା ମୁଖ୍ୟ ଚିକିତ୍ସାଳୟ ପର୍ଯ୍ୟନ୍ତ ସମସ୍ତ ବ୍ୟବସ୍ଥା ଗ୍ରହଣ କରିଛି ପ୍ରଶାସନ। ଏନେଇ ସୂଚନା ଦେଇଛନ୍ତି ଜିଲା ଜନ ସ୍ବାସ୍ଥ୍ୟ ଅଧିକାରୀ। ପାରଦ ଯେତିକି ଉପରମହାଁ ହେଉଛି ଅଶଂଘାତରେ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ସେତିକି ବଢି ଚାଲିଛି। ଗୋଟିଏ ସପ୍ତାହ ମଧ୍ୟରେ ସର୍ବାଧିକ ମାମଲା ଦେଖିବାକୁ ମିଳିଛି ସୁନ୍ଦରଗଡ ଜିଲାରେ। ସୁନ୍ଦରଗଡ […] The post ଅସମ୍ଭାଳ ତାତି, ଅଂଶୁଘାତରେ ୨୮ ଆକ୍ରାନ୍ତ ଡାକ୍ତଖାନାରେ ଭର୍ତ୍ତି appeared first on Dharitri Odia News.
ସୁନ୍ଦରଗଡ,୨୦।୪: ଅସମ୍ଭାଳ ହେଲାଣି ତାତି। ଆଉ ବଢ଼ିବାରେ ଲାଗିଛି ରାଜ୍ୟରେ ଅଂଶୁଘାତ ଆକ୍ରାନ୍ତଙ୍କ ସଂଖ୍ୟା। ସୁନ୍ଦରଗଡରେ ଅଂଶୁଘାତ ଆକ୍ରାନ୍ତଙ୍କ ସଂଖ୍ୟା ୨୮ରେ ପହଞ୍ଚିଛି। ପିଏଚସିରୁ ଜିଲା ମୁଖ୍ୟ ଚିକିତ୍ସାଳୟ ପର୍ଯ୍ୟନ୍ତ ସମସ୍ତ ବ୍ୟବସ୍ଥା ଗ୍ରହଣ କରିଛି ପ୍ରଶାସନ। ଏନେଇ ସୂଚନା ଦେଇଛନ୍ତି ଜିଲା ଜନ ସ୍ବାସ୍ଥ୍ୟ ଅଧିକାରୀ।
ପାରଦ ଯେତିକି ଉପରମହାଁ ହେଉଛି ଅଶଂଘାତରେ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ସେତିକି ବଢି ଚାଲିଛି। ଗୋଟିଏ ସପ୍ତାହ ମଧ୍ୟରେ ସର୍ବାଧିକ ମାମଲା ଦେଖିବାକୁ ମିଳିଛି ସୁନ୍ଦରଗଡ ଜିଲାରେ। ସୁନ୍ଦରଗଡ ଜିଲାରେ ଆଜି ପର୍ଯ୍ୟନ୍ତ ମୋଟ ୨୮ ଜଣ ଅଂଶୁଘାତ ରୋଗୀ ମେଡିକାଲରେ ଭର୍ତ୍ତି ହୋଇଛନ୍ତି।
The post ଅସମ୍ଭାଳ ତାତି, ଅଂଶୁଘାତରେ ୨୮ ଆକ୍ରାନ୍ତ ଡାକ୍ତଖାନାରେ ଭର୍ତ୍ତି appeared first on Dharitri Odia News.