ଅସ୍ତ୍ରବିରତିର ୪ ଘଣ୍ଟା ନପୁରୁଣୁ ପାକିସ୍ତାନ ବର୍ଡରରେ ବଡ଼ ଆଟାକ୍‌ କଲା

ମାତ୍ର ୪ ଘଣ୍ଟା ନପୁରୁଣୁ ପୁଣି ଅସ୍ତ୍ରବିରତି ଉଲ୍ଲଙ୍ଘନ କରିଛି ପାକିସ୍ତାନ । ସୀମାରେ ଗୁଳିବର୍ଷା କରୁଛି ପାକିସ୍ତାନ । ପୁଣି ସୀମା ପଟୁ ଆରମ୍ଭ ହେଲା ଗୁଳି ବର୍ଷା ସହ ଡ୍ରୋନ ଆକ୍ରମଣ । ଜମ୍ମୁକଶ୍ମୀରର ବିଭିନ୍ନ ସେକ୍ଟରରେ ପାକିସ୍ତାନ ଗୁଳିମାଡ କରିଥିବା ସୂଚନା । ତେବେ ଭାରତୀୟ ବର୍ଡର ସିକ୍ୟୁରିଟି ଫୋର୍ସ ପକ୍ଷରୁ ମୁହଁତୋଡ ଜବାବ ଦିଆଯାଉଛି । ଏପଟେ ଜମ୍ମୁ, ଜୈସଲମେରରେ ସମ୍ପୂର୍ଣ୍ଣ ବ୍ଲାକଆଉଟ ଲାଗୁ କରାଯାଇଛି । ପଞ୍ଜାବର ଫିରୋଜପୁର,ପଠାନକୋଟ ରେ […] The post ଅସ୍ତ୍ରବିରତିର ୪ ଘଣ୍ଟା ନପୁରୁଣୁ ପାକିସ୍ତାନ ବର୍ଡରରେ ବଡ଼ ଆଟାକ୍‌ କଲା appeared first on Odisha.News.

ଅସ୍ତ୍ରବିରତିର ୪ ଘଣ୍ଟା ନପୁରୁଣୁ ପାକିସ୍ତାନ ବର୍ଡରରେ ବଡ଼ ଆଟାକ୍‌ କଲା

ମାତ୍ର ୪ ଘଣ୍ଟା ନପୁରୁଣୁ ପୁଣି ଅସ୍ତ୍ରବିରତି ଉଲ୍ଲଙ୍ଘନ କରିଛି ପାକିସ୍ତାନ । ସୀମାରେ ଗୁଳିବର୍ଷା କରୁଛି ପାକିସ୍ତାନ । ପୁଣି ସୀମା ପଟୁ ଆରମ୍ଭ ହେଲା ଗୁଳି ବର୍ଷା ସହ ଡ୍ରୋନ ଆକ୍ରମଣ । ଜମ୍ମୁକଶ୍ମୀରର ବିଭିନ୍ନ ସେକ୍ଟରରେ ପାକିସ୍ତାନ ଗୁଳିମାଡ କରିଥିବା ସୂଚନା । ତେବେ ଭାରତୀୟ ବର୍ଡର ସିକ୍ୟୁରିଟି ଫୋର୍ସ ପକ୍ଷରୁ ମୁହଁତୋଡ ଜବାବ ଦିଆଯାଉଛି ।

ଏପଟେ ଜମ୍ମୁ, ଜୈସଲମେରରେ ସମ୍ପୂର୍ଣ୍ଣ ବ୍ଲାକଆଉଟ ଲାଗୁ କରାଯାଇଛି । ପଞ୍ଜାବର ଫିରୋଜପୁର,ପଠାନକୋଟ ରେ ସମ୍ପୂର୍ଣ୍ଣ ବ୍ଲାକଆଉଟ ଲାଗୁ କରାଯାଇଛି।

ଭାରତ-ପାକିସ୍ତାନ ଅସ୍ତ୍ରବିରତି ଘୋଷଣାର କିଛି ଘଣ୍ଟା ମଧ୍ୟରେ, ପାକିସ୍ତାନ ପୁଣି ଥରେ ତାର ଅସଲ ଚେହେରା ଦେଖାଇଛି। ପାକ୍‌ ପୁଣି ଭାରତ ଉପରେ ଡ୍ରୋନ ଆଟାକ୍‌ କରିଛି। ପାକିସ୍ତାନ LOC ଉପରେ ପୁଣି ଗୁଳି ଚଳାଇଛି। ଯାହାର ଜବାବ ମଧ୍ୟ ଦେଇଛି ଭାରତୀୟ ସେନା। ଜମ୍ମୁର ଅନେକ ଅଞ୍ଚଳରେ ପାକିସ୍ତାନ ଗୁଳି ଚଳାଇଛି।

The post ଅସ୍ତ୍ରବିରତିର ୪ ଘଣ୍ଟା ନପୁରୁଣୁ ପାକିସ୍ତାନ ବର୍ଡରରେ ବଡ଼ ଆଟାକ୍‌ କଲା appeared first on Odisha.News.