ଆଇଏଏସ୍ ଶାଶ୍ୱତ ମିଶ୍ରଙ୍କୁ ନୂଆ ଦାୟିତ୍ୱ: ଏବେ ଏହି ବିଭାଗରେ ହେଲା ନିଯୁକ୍ତି
ଭୁବନେଶ୍ୱର,୨୮।୭: ଆଇଏଏସ୍ ଅଫିସର ଶାଶ୍ୱତ ମିଶ୍ରଙ୍କୁ ନୂଆ ଦାୟିତ୍ୱ। ଅର୍ଥ ବିଭାଗର ପ୍ରମୁଖ ସଚିବ ଭାବେ ତାଙ୍କୁ ନିଯୁକ୍ତି ମିଳିଛି। ଏହାଛଡ଼ା ଓଏସ୍ଏସ୍ଏସ୍ସି ଅଧ୍ୟକ୍ଷ ଭାବେ ମଧ୍ୟ ତାଙ୍କୁ ଅତିରିକ୍ତ ଦାୟିତ୍ୱ ମିଳିଛି। ସେହିଭଳି ଆଇଏଏସ୍ ଅଫିସର ଏନ୍.ବି.ଏସ୍. ରାଜପୁତଙ୍କୁ ଶାଶ୍ୱତଙ୍କ ସ୍ଥାନରେ ରାଜ୍ୟପାଳଙ୍କ ପ୍ରମୁଖ ସଚିବ ଭାବେ ନିଯୁକ୍ତି ମିଳିଛି। ଏନେଇ ରବିବାର ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। The post ଆଇଏଏସ୍ ଶାଶ୍ୱତ ମିଶ୍ରଙ୍କୁ ନୂଆ ଦାୟିତ୍ୱ: ଏବେ ଏହି ବିଭାଗରେ ହେଲା ନିଯୁକ୍ତି appeared first on Dharitri Odia News.
ଭୁବନେଶ୍ୱର,୨୮।୭: ଆଇଏଏସ୍ ଅଫିସର ଶାଶ୍ୱତ ମିଶ୍ରଙ୍କୁ ନୂଆ ଦାୟିତ୍ୱ। ଅର୍ଥ ବିଭାଗର ପ୍ରମୁଖ ସଚିବ ଭାବେ ତାଙ୍କୁ ନିଯୁକ୍ତି ମିଳିଛି। ଏହାଛଡ଼ା ଓଏସ୍ଏସ୍ଏସ୍ସି ଅଧ୍ୟକ୍ଷ ଭାବେ ମଧ୍ୟ ତାଙ୍କୁ ଅତିରିକ୍ତ ଦାୟିତ୍ୱ ମିଳିଛି। ସେହିଭଳି ଆଇଏଏସ୍ ଅଫିସର ଏନ୍.ବି.ଏସ୍. ରାଜପୁତଙ୍କୁ ଶାଶ୍ୱତଙ୍କ ସ୍ଥାନରେ ରାଜ୍ୟପାଳଙ୍କ ପ୍ରମୁଖ ସଚିବ ଭାବେ ନିଯୁକ୍ତି ମିଳିଛି। ଏନେଇ ରବିବାର ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି।
The post ଆଇଏଏସ୍ ଶାଶ୍ୱତ ମିଶ୍ରଙ୍କୁ ନୂଆ ଦାୟିତ୍ୱ: ଏବେ ଏହି ବିଭାଗରେ ହେଲା ନିଯୁକ୍ତି appeared first on Dharitri Odia News.