ଆଇଡି ବିସ୍ଫୋରଣରେ ୩ ଯବାନ ଗୁରୁତର
ବୌଦ୍ଧ,୫।୧(ଅଜିତ ବାରିକ): ବୌଦ୍ଧ ଜିଲା ମନମୁଣ୍ଡା ଥାନା ବାତେପଙ୍ଗା ଜଙ୍ଗଲରେ ଶୁକ୍ରବାର ଆଇଡି ବିସ୍ଫୋରଣ ଘଟିଛି। ବିସ୍ଫୋରଣରେ ୩ଜଣ ଯବାନ ଗୁରୁତର ହୋଇଛନ୍ତି। ଯବାନଙ୍କ ସର୍ଚ୍ଚ ଅପରେଶନ ବେଳେ ଏହି ବିସ୍ଫୋରଣ ଘଟିଥିବା ବୌଦ୍ଧ ଏସ୍ପି ସୂଚନା ଦେଇଛନ୍ତି। ଗୁରୁତର ଯବାନଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିବା ଜଣାପଡିଛି। ବିସ୍ଫୋରଣରେ ପରେ ଘଟଣାସ୍ଥଳରେ ସର୍ଚ୍ଚ ଅପରେଶନକୁ ଜୋର୍ଦାର କରାଯାଇଛି। ବିସ୍ଫୋରଣରେ ମାଓବାଦୀଙ୍କ ହାତ ଥିବା ଆଶଙ୍କା କରାଯାଉଛି। The post ଆଇଡି ବିସ୍ଫୋରଣରେ ୩ ଯବାନ ଗୁରୁତର appeared first on Dharitri Odia News.
ବୌଦ୍ଧ,୫।୧(ଅଜିତ ବାରିକ): ବୌଦ୍ଧ ଜିଲା ମନମୁଣ୍ଡା ଥାନା ବାତେପଙ୍ଗା ଜଙ୍ଗଲରେ ଶୁକ୍ରବାର ଆଇଡି ବିସ୍ଫୋରଣ ଘଟିଛି। ବିସ୍ଫୋରଣରେ ୩ଜଣ ଯବାନ ଗୁରୁତର ହୋଇଛନ୍ତି। ଯବାନଙ୍କ ସର୍ଚ୍ଚ ଅପରେଶନ ବେଳେ ଏହି ବିସ୍ଫୋରଣ ଘଟିଥିବା ବୌଦ୍ଧ ଏସ୍ପି ସୂଚନା ଦେଇଛନ୍ତି। ଗୁରୁତର ଯବାନଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିବା ଜଣାପଡିଛି।
ବିସ୍ଫୋରଣରେ ପରେ ଘଟଣାସ୍ଥଳରେ ସର୍ଚ୍ଚ ଅପରେଶନକୁ ଜୋର୍ଦାର କରାଯାଇଛି। ବିସ୍ଫୋରଣରେ ମାଓବାଦୀଙ୍କ ହାତ ଥିବା ଆଶଙ୍କା କରାଯାଉଛି।
The post ଆଇଡି ବିସ୍ଫୋରଣରେ ୩ ଯବାନ ଗୁରୁତର appeared first on Dharitri Odia News.