ଆଇନ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଶ୍ରୀମନ୍ଦିରେ ମାଗଣା ମିଳିବ…

ଭୁବନେଶ୍ୱର,୧୩/୧୦: ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନଙ୍କ ବଡ଼ ଘୋଷଣା। ମାଗଣା ମିଳିବ ମହାପ୍ରସାଦ କୁଡୁଆ। ଶ୍ରୀମନ୍ଦିରରେ ଭକ୍ତଙ୍କୁ ମାଗଣା ମହାପ୍ରସାଦ କୁଡୁଆ ଯୋଗାଇବାକୁ ଯୋଜନା ଚାଲିଛି ବୋଲି କହିଲେ ଆଇନ ମନ୍ତ୍ରୀ। ମନ୍ତ୍ରୀ କହିଛନ୍ତି, ଦର୍ଶନ ପାଇଁ ଆସୁଥିବା ଭକ୍ତଙ୍କୁ ମହାପ୍ରସାଦ କୁଡୁଆ ଦେବାକୁ ଯୋଜନା କରାଯାଉଛି। ଏ ବାବଦରେ ବର୍ଷକୁ ୧୪ରୁ ୧୫ କୋଟି ଟଙ୍କା ଖର୍ଚ୍ଚ ହେବ। ସରକାରଙ୍କୁ ବର୍ଡନ ନ କରି ବଦାନ୍ୟ ବ୍ୟକ୍ତିଙ୍କ ସହଯୋଗ ନିଆଯିବ। The post ଆଇନ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଶ୍ରୀମନ୍ଦିରେ ମାଗଣା ମିଳିବ… appeared first on Dharitri Odia News.

ଆଇନ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଶ୍ରୀମନ୍ଦିରେ ମାଗଣା ମିଳିବ…

ଭୁବନେଶ୍ୱର,୧୩/୧୦: ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନଙ୍କ ବଡ଼ ଘୋଷଣା। ମାଗଣା ମିଳିବ ମହାପ୍ରସାଦ କୁଡୁଆ। ଶ୍ରୀମନ୍ଦିରରେ ଭକ୍ତଙ୍କୁ ମାଗଣା ମହାପ୍ରସାଦ କୁଡୁଆ ଯୋଗାଇବାକୁ ଯୋଜନା ଚାଲିଛି ବୋଲି କହିଲେ ଆଇନ ମନ୍ତ୍ରୀ।
ମନ୍ତ୍ରୀ କହିଛନ୍ତି, ଦର୍ଶନ ପାଇଁ ଆସୁଥିବା ଭକ୍ତଙ୍କୁ ମହାପ୍ରସାଦ କୁଡୁଆ ଦେବାକୁ ଯୋଜନା କରାଯାଉଛି। ଏ ବାବଦରେ ବର୍ଷକୁ ୧୪ରୁ ୧୫ କୋଟି ଟଙ୍କା ଖର୍ଚ୍ଚ ହେବ। ସରକାରଙ୍କୁ ବର୍ଡନ ନ କରି ବଦାନ୍ୟ ବ୍ୟକ୍ତିଙ୍କ ସହଯୋଗ ନିଆଯିବ।

The post ଆଇନ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଶ୍ରୀମନ୍ଦିରେ ମାଗଣା ମିଳିବ… appeared first on Dharitri Odia News.