ଆଇନ ମନ୍ତ୍ରୀଙ୍କ ବଡ଼ ଘୋଷଣା, ହେବ ଗାଁ…

ଭୁବନେଶ୍ୱର,୭।୧୧: ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ସବୁ ବ୍ଲକରେ ହେବ ଗ୍ରାମ୍ୟ ନ୍ୟାୟାଳୟ। ରାଜ୍ୟର ସବୁ ବ୍ଲକରେ ହେବ ଗ୍ରାମ୍ୟ ନ୍ୟାୟାଳୟ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି। ଲୋକଙ୍କ ଘର ପାଖରେ ପହଞ୍ଚିବ ନ୍ୟାୟାଳୟ। ଏହାରି ଭିତରେ ୬ଟି ଗ୍ରାମ୍ୟ ନ୍ୟାୟାଳୟ ଆରମ୍ଭ ହେଲାଣି ବୋଲି ମନ୍ତ୍ରୀ କହିଛନ୍ତି। The post ଆଇନ ମନ୍ତ୍ରୀଙ୍କ ବଡ଼ ଘୋଷଣା, ହେବ ଗାଁ… appeared first on Dharitri Odia News.

ଆଇନ ମନ୍ତ୍ରୀଙ୍କ ବଡ଼ ଘୋଷଣା, ହେବ ଗାଁ…

ଭୁବନେଶ୍ୱର,୭।୧୧: ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ସବୁ ବ୍ଲକରେ ହେବ ଗ୍ରାମ୍ୟ ନ୍ୟାୟାଳୟ। ରାଜ୍ୟର ସବୁ ବ୍ଲକରେ ହେବ ଗ୍ରାମ୍ୟ ନ୍ୟାୟାଳୟ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି।

ଲୋକଙ୍କ ଘର ପାଖରେ ପହଞ୍ଚିବ ନ୍ୟାୟାଳୟ। ଏହାରି ଭିତରେ ୬ଟି ଗ୍ରାମ୍ୟ ନ୍ୟାୟାଳୟ ଆରମ୍ଭ ହେଲାଣି ବୋଲି ମନ୍ତ୍ରୀ କହିଛନ୍ତି।

The post ଆଇନ ମନ୍ତ୍ରୀଙ୍କ ବଡ଼ ଘୋଷଣା, ହେବ ଗାଁ… appeared first on Dharitri Odia News.