ଆଇନମନ୍ତ୍ରୀଙ୍କ ଘୋଷଣା, ଜାନୁଆରୀ ୧ରୁ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ
ଭୁବନେଶ୍ୱର ୨୨।୧୨ : ଭକ୍ତଙ୍କ ଖୁସିର ଖବର । ଜାନୁଆରୀ ପହିଲାରୁ ଶ୍ରୀମନ୍ଦିରରେ ଆରମ୍ଭ ହେବେ ଧାଡି ଦର୍ଶନ ପ୍ରକ୍ରିୟା । ୨୭ ଏବଂ ୨୮ ତାରିଖ ସୁଦ୍ଧା ପରିବର୍ତ୍ତନ ହେବେ ପୁରୁଣା ପ୍ରକ୍ରିୟା । ଏନେଇ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି । ତେବେ ଶ୍ରୀମନ୍ଦିରରେ ଧାଡି ଦର୍ଶନ ନେଇ ଶନିବାର ଦିନ ମୁଖ୍ୟ ପ୍ରଶାସକଙ୍କ ସହ ସମୀକ୍ଷା କରିଥିଲେ ଆଇନ୍ମନ୍ତ୍ରୀ । କାମ ସନ୍ତୋଷଜନକ ଭାବେ ଚାଲିଛି । ୨୭ ଏବଂ ୨୮ ତାରିଖ ସୁଦ୍ଧା ପୁରୁଣା ପ୍ରକ୍ରିୟାକୁ ପରିବର୍ତ୍ତନ କରାଯିବ । ଏହାପରେ ପରୀକ୍ଷା ମୂଳକ ଭାବେ ୩୦ ଏବଂ ୩୧ରେ ଧାଡି ଦର୍ଶନ ଆରମ୍ଭ ହେବ । ଶେଷରେ ୨୦୨୫ ଜାନୁଆରୀ ପହିଲାରୁ ନିୟମିତ ଭାବେ ଧାଡି ଦର୍ଶନ ପ୍ରକ୍ରିୟା ଆରମ୍ଭ ହେବ । ସାତ ପାହାଚ ଦ୍ୱାର ଦେଇ ପ୍ରବେଶ ଏବଂ ଘଣ୍ଟି-ଗାରଦ ଦ୍ୱାଇ ଦେଇ ପ୍ରସ୍ଥାନ କରିବାର ବ୍ୟବସ୍ଛା କରାଯାଇଛି । ଘଣ୍ଟି ଦ୍ୱାରରେ ମହିଳା ଏବଂ ବରିଷ୍ଠ ନାଗରିକମାନେ ବାହାରିବେ । ସେହିପରି ଗାରଦ ଦ୍ୱାରରେ ପୁରୁଷମାନେ ଦର୍ଶନ କରି ବାହାରିବେ ଭକ୍ତ ।
ଭୁବନେଶ୍ୱର ୨୨।୧୨ : ଭକ୍ତଙ୍କ ଖୁସିର ଖବର । ଜାନୁଆରୀ ପହିଲାରୁ ଶ୍ରୀମନ୍ଦିରରେ ଆରମ୍ଭ ହେବେ ଧାଡି ଦର୍ଶନ ପ୍ରକ୍ରିୟା । ୨୭ ଏବଂ ୨୮ ତାରିଖ ସୁଦ୍ଧା ପରିବର୍ତ୍ତନ ହେବେ ପୁରୁଣା ପ୍ରକ୍ରିୟା । ଏନେଇ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି ।
ତେବେ ଶ୍ରୀମନ୍ଦିରରେ ଧାଡି ଦର୍ଶନ ନେଇ ଶନିବାର ଦିନ ମୁଖ୍ୟ ପ୍ରଶାସକଙ୍କ ସହ ସମୀକ୍ଷା କରିଥିଲେ ଆଇନ୍ମନ୍ତ୍ରୀ । କାମ ସନ୍ତୋଷଜନକ ଭାବେ ଚାଲିଛି । ୨୭ ଏବଂ ୨୮ ତାରିଖ ସୁଦ୍ଧା ପୁରୁଣା ପ୍ରକ୍ରିୟାକୁ ପରିବର୍ତ୍ତନ କରାଯିବ । ଏହାପରେ ପରୀକ୍ଷା ମୂଳକ ଭାବେ ୩୦ ଏବଂ ୩୧ରେ ଧାଡି ଦର୍ଶନ ଆରମ୍ଭ ହେବ । ଶେଷରେ ୨୦୨୫ ଜାନୁଆରୀ ପହିଲାରୁ ନିୟମିତ ଭାବେ ଧାଡି ଦର୍ଶନ ପ୍ରକ୍ରିୟା ଆରମ୍ଭ ହେବ । ସାତ ପାହାଚ ଦ୍ୱାର ଦେଇ ପ୍ରବେଶ ଏବଂ ଘଣ୍ଟି-ଗାରଦ ଦ୍ୱାଇ ଦେଇ ପ୍ରସ୍ଥାନ କରିବାର ବ୍ୟବସ୍ଛା କରାଯାଇଛି । ଘଣ୍ଟି ଦ୍ୱାରରେ ମହିଳା ଏବଂ ବରିଷ୍ଠ ନାଗରିକମାନେ ବାହାରିବେ । ସେହିପରି ଗାରଦ ଦ୍ୱାରରେ ପୁରୁଷମାନେ ଦର୍ଶନ କରି ବାହାରିବେ ଭକ୍ତ ।