ଆଇନମନ୍ତ୍ରୀଙ୍କ ବଡ଼ ବୟାନ: କହିଲେ ହଟିବ ଅଦରକାରୀ…

ଭୁବନେଶ୍ୱର,୧୬ା୧୦: ରାଜ୍ୟ ସରକାର ଖୁବ୍‌ଶୀଘ୍ର ଲ-ରିଭିଜନ କମିଶନ ଗଠନ କରିବେ। କମିଶନ ଗଠନ ନେଇ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ଅପ୍ରାସଙ୍ଗିକ ଓ ଅଦରକାରୀ ଆଇନର ପରିବର୍ତ୍ତନ ଆବଶ୍ୟକ ଅଛି ବୋଲି କହିଛନ୍ତି ଆଇନମନ୍ତ୍ରୀ। ମାସେ ଦେଢ଼ ମାସ ଭିତରେ ଏହା ଗଠନ ହେବ ବୋଲି ମନ୍ତ୍ରୀ କହିଛନ୍ତି। ସୂଚନା ଅଧିକାର କର୍ମୀଙ୍କ ବିରୋଧରେ ଥିବା ମାମଲାର ସମାଧାନ ହେବ। ତର୍ଜମା କରି ସମାଧାନ କରାଯିବାର ପ୍ରତିଶ୍ରୁତି ଦେଇଛନ୍ତି ଆଇନମନ୍ତ୍ରୀ। ସେମାନଙ୍କୁ ଡରାଇବା କି ଧମକାଇକୁ […] The post ଆଇନମନ୍ତ୍ରୀଙ୍କ ବଡ଼ ବୟାନ: କହିଲେ ହଟିବ ଅଦରକାରୀ… appeared first on Dharitri Odia News.

ଆଇନମନ୍ତ୍ରୀଙ୍କ ବଡ଼ ବୟାନ: କହିଲେ ହଟିବ ଅଦରକାରୀ…

ଭୁବନେଶ୍ୱର,୧୬ା୧୦: ରାଜ୍ୟ ସରକାର ଖୁବ୍‌ଶୀଘ୍ର ଲ-ରିଭିଜନ କମିଶନ ଗଠନ କରିବେ। କମିଶନ ଗଠନ ନେଇ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ଅପ୍ରାସଙ୍ଗିକ ଓ ଅଦରକାରୀ ଆଇନର ପରିବର୍ତ୍ତନ ଆବଶ୍ୟକ ଅଛି ବୋଲି କହିଛନ୍ତି ଆଇନମନ୍ତ୍ରୀ। ମାସେ ଦେଢ଼ ମାସ ଭିତରେ ଏହା ଗଠନ ହେବ ବୋଲି ମନ୍ତ୍ରୀ କହିଛନ୍ତି।

ସୂଚନା ଅଧିକାର କର୍ମୀଙ୍କ ବିରୋଧରେ ଥିବା ମାମଲାର ସମାଧାନ ହେବ। ତର୍ଜମା କରି ସମାଧାନ କରାଯିବାର ପ୍ରତିଶ୍ରୁତି ଦେଇଛନ୍ତି ଆଇନମନ୍ତ୍ରୀ। ସେମାନଙ୍କୁ ଡରାଇବା କି ଧମକାଇକୁ ସରକାର ସହ୍ୟ କରିବେନି। ଆର୍‌ଆଇ ଆକ୍ଟରେ ଯାହା ସଂଶୋଧନ ଆବଶ୍ୟକ, ତର୍ଜମା କରି ପରିବର୍ତ୍ତନ ଚେଷ୍ଟା କରାଯିବ।

The post ଆଇନମନ୍ତ୍ରୀଙ୍କ ବଡ଼ ବୟାନ: କହିଲେ ହଟିବ ଅଦରକାରୀ… appeared first on Dharitri Odia News.