ଆଇନମନ୍ତ୍ରୀଙ୍କ ବଡ଼ ବୟାନ, ୧୪ରେ ରତ୍ନଭଣ୍ଡାର ଖୋଲିବା ପ୍ରାୟତଃ ସ୍ପଷ୍ଟ...
ଭୁବନେଶ୍ୱର ୧୧।୦୭ : ୧୪ ତାରିଖରେ ରତ୍ନଭଣ୍ଡାର ଖୋଲିବା ପ୍ରାୟତଃ ସ୍ପଷ୍ଟ। ଯାଞ୍ଚ କମିଟିର ସୁପାରିଶକୁ ମୋହର ମାରିଛି ପରିଚାଳନା କମିଟି ବୋଲି କହିଛନ୍ତି ଆଇନମନ୍ତ୍ରୀ ପୃଥୀରାଜ୍ ହରିଚନ୍ଦନ । ସେ ଆହୁରି ମଧ୍ୟ କହିଛନ୍ତି ଯେ, ପରିଚାଳନା କମିଟିର ସୁପାରିଶ ଆଜି ପହଞ୍ଚିବା ପରେ ବିଭିନ୍ନ ଦିଗକୁ ଯାଞ୍ଚ କରାଯିବ। ଯେଉଁ ଏସଓପି ସୁପାରିଶ ଆସିବ ତାକୁ ବିଭିନ୍ନ ଦିଗକୁ ନେଇ ଯାଞ୍ଚ କରାଯିବ। ନିତିକାନ୍ତି ସହ ଖାପ ଖୁଆଇ ସବୁ ଦିଗକୁ ସୁବିଧା ହେବା ଭଳି ନିଷ୍ପତି ହେବ। ଯାଞ୍ଚ କମିଟି ଯେଉଁ ତାରିଖ ଧାର୍ଯ୍ୟ କରିଛି ସେ ତାରିଖରେ ପ୍ରାୟତଃ ସ୍ପଷ୍ଟ ବୋଲି କହିଛନ୍ତି ଆଇନମନ୍ତ୍ରୀ।
ଭୁବନେଶ୍ୱର ୧୧।୦୭ : ୧୪ ତାରିଖରେ ରତ୍ନଭଣ୍ଡାର ଖୋଲିବା ପ୍ରାୟତଃ ସ୍ପଷ୍ଟ। ଯାଞ୍ଚ କମିଟିର ସୁପାରିଶକୁ ମୋହର ମାରିଛି ପରିଚାଳନା କମିଟି ବୋଲି କହିଛନ୍ତି ଆଇନମନ୍ତ୍ରୀ ପୃଥୀରାଜ୍ ହରିଚନ୍ଦନ ।
ସେ ଆହୁରି ମଧ୍ୟ କହିଛନ୍ତି ଯେ, ପରିଚାଳନା କମିଟିର ସୁପାରିଶ ଆଜି ପହଞ୍ଚିବା ପରେ ବିଭିନ୍ନ ଦିଗକୁ ଯାଞ୍ଚ କରାଯିବ। ଯେଉଁ ଏସଓପି ସୁପାରିଶ ଆସିବ ତାକୁ ବିଭିନ୍ନ ଦିଗକୁ ନେଇ ଯାଞ୍ଚ କରାଯିବ। ନିତିକାନ୍ତି ସହ ଖାପ ଖୁଆଇ ସବୁ ଦିଗକୁ ସୁବିଧା ହେବା ଭଳି ନିଷ୍ପତି ହେବ। ଯାଞ୍ଚ କମିଟି ଯେଉଁ ତାରିଖ ଧାର୍ଯ୍ୟ କରିଛି ସେ ତାରିଖରେ ପ୍ରାୟତଃ ସ୍ପଷ୍ଟ ବୋଲି କହିଛନ୍ତି ଆଇନମନ୍ତ୍ରୀ।