ଆଇପିଏସ ଡିଏସ କୁଟ୍ଟେଙ୍କୁ ଓଏସଡି ଭାବେ ନିଯୁକ୍ତି

ରାଜ୍ୟ ସରକାର ଆଇପିଏସ ଡିଏସ କୁଟ୍ଟେଙ୍କ ଉପରୁ ନିଲମ୍ବନ ହଟାଇଛନ୍ତି ।  ଏହାସହିତ ତାଙ୍କୁ ଗୃହ ବିଭାଗର ଓଏସଡି ଭାବେ ଅବସ୍ଥାପିତ କରିଛନ୍ତି ।  ସାଧାରଣ ନିର୍ବାଚନବେଳେ ବିଜେଡି ପାଇଁ କାର୍ଯ୍ୟ କରିବା ଅଭିଯୋଗରେ ଶ୍ରୀ କୁଟ୍ଟେଙ୍କୁ ସରକାରୀ କାର୍ଯ୍ୟରୁ ନିର୍ବାଚନ କମିଶନ ନିଲମ୍ବିତ କରିବା ସହ ନୂଆଦିଲ୍ଲୀସ୍ଥିତ ଆବାସିକ କମିଶନରଙ୍କ କାର୍ଯ୍ୟାଳୟରେ ଯୋଗ ଦେବାକୁ ନିର୍ଦ୍ଦେଶ ଦେଇଥିଲେ ।  ସେବେଠୁ କୁଟ୍ଟେଙ୍କୁ କେଉଁଠି ବୋଲି ଚର୍ଚ୍ଚା ଲାଗି ରହିଥିବାବେଳେ ଆଜି ତାଙ୍କ ଉପରୁ ନିଲମ୍ବନ ପ୍ରତ୍ୟାହାର […] The post ଆଇପିଏସ ଡିଏସ କୁଟ୍ଟେଙ୍କୁ ଓଏସଡି ଭାବେ ନିଯୁକ୍ତି appeared first on KNews Odisha.

ଆଇପିଏସ ଡିଏସ କୁଟ୍ଟେଙ୍କୁ ଓଏସଡି ଭାବେ ନିଯୁକ୍ତି
ds kutey

ରାଜ୍ୟ ସରକାର ଆଇପିଏସ ଡିଏସ କୁଟ୍ଟେଙ୍କ ଉପରୁ ନିଲମ୍ବନ ହଟାଇଛନ୍ତି ।  ଏହାସହିତ ତାଙ୍କୁ ଗୃହ ବିଭାଗର ଓଏସଡି ଭାବେ ଅବସ୍ଥାପିତ କରିଛନ୍ତି ।  ସାଧାରଣ ନିର୍ବାଚନବେଳେ ବିଜେଡି ପାଇଁ କାର୍ଯ୍ୟ କରିବା ଅଭିଯୋଗରେ ଶ୍ରୀ କୁଟ୍ଟେଙ୍କୁ ସରକାରୀ କାର୍ଯ୍ୟରୁ ନିର୍ବାଚନ କମିଶନ ନିଲମ୍ବିତ କରିବା ସହ ନୂଆଦିଲ୍ଲୀସ୍ଥିତ ଆବାସିକ କମିଶନରଙ୍କ କାର୍ଯ୍ୟାଳୟରେ ଯୋଗ ଦେବାକୁ ନିର୍ଦ୍ଦେଶ ଦେଇଥିଲେ ।  ସେବେଠୁ କୁଟ୍ଟେଙ୍କୁ କେଉଁଠି ବୋଲି ଚର୍ଚ୍ଚା ଲାଗି ରହିଥିବାବେଳେ ଆଜି ତାଙ୍କ ଉପରୁ ନିଲମ୍ବନ ପ୍ରତ୍ୟାହାର କରାଯାଇଛି ।

The post ଆଇପିଏସ ଡିଏସ କୁଟ୍ଟେଙ୍କୁ ଓଏସଡି ଭାବେ ନିଯୁକ୍ତି appeared first on KNews Odisha.