ଆଉ କିଛି ସମୟ ପରେ ଆସିବ ବଜେଟ: ରାଜ୍ୟପାଳଙ୍କୁ ଭେଟି ବଜେଟ କପି ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭।୨: ଆଉ କିଛି ସମୟ ପରେ ଆସିବ ବଜେଟ। ୨୦୨୫-୨୬ ଆର୍ଥିକ ବର୍ଷ ଲାଗି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ବିଧାନସଭାରେ ପୂର୍ଣାଙ୍ଗ ବଜେଟ ଉପସ୍ଥାପନ କରିବେ। ରାଜ୍ୟର ଅର୍ଥ ବିଭାଗ ଦାୟିତ୍ୱ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଥିବାବେଳେ ତାଙ୍କ ବଜେଟ ପେଡ଼ିରେ କ’ଣ ରହିଛି ତାହାକୁ ଲୋକେ ଆଗ୍ରହର ସହ ଅପେକ୍ଷା କରିଛନ୍ତି। ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ରାଜଭବନରେ ରାଜ୍ୟପାଳ ଡଃ ହରିବାବୁ କମ୍ଭମ୍‌ପତିଙ୍କୁ ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ କପି ପ୍ରଦାନ କରିଛନ୍ତି।   The post ଆଉ କିଛି ସମୟ ପରେ ଆସିବ ବଜେଟ: ରାଜ୍ୟପାଳଙ୍କୁ ଭେଟି ବଜେଟ କପି ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ appeared first on Dharitri Odia News.

ଆଉ କିଛି ସମୟ ପରେ ଆସିବ ବଜେଟ: ରାଜ୍ୟପାଳଙ୍କୁ ଭେଟି ବଜେଟ କପି ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭।୨: ଆଉ କିଛି ସମୟ ପରେ ଆସିବ ବଜେଟ। ୨୦୨୫-୨୬ ଆର୍ଥିକ ବର୍ଷ ଲାଗି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ବିଧାନସଭାରେ ପୂର୍ଣାଙ୍ଗ ବଜେଟ ଉପସ୍ଥାପନ କରିବେ। ରାଜ୍ୟର ଅର୍ଥ ବିଭାଗ ଦାୟିତ୍ୱ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଥିବାବେଳେ ତାଙ୍କ ବଜେଟ ପେଡ଼ିରେ କ’ଣ ରହିଛି ତାହାକୁ ଲୋକେ ଆଗ୍ରହର ସହ ଅପେକ୍ଷା କରିଛନ୍ତି। ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ରାଜଭବନରେ ରାଜ୍ୟପାଳ ଡଃ ହରିବାବୁ କମ୍ଭମ୍‌ପତିଙ୍କୁ ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ କପି ପ୍ରଦାନ କରିଛନ୍ତି।

 

The post ଆଉ କିଛି ସମୟ ପରେ ଆସିବ ବଜେଟ: ରାଜ୍ୟପାଳଙ୍କୁ ଭେଟି ବଜେଟ କପି ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ appeared first on Dharitri Odia News.