ଆଉ ଯାତ୍ରାରେ ହେବନି ଅଶ୍ଳୀଳ ନୃତ୍ୟ

ଖୋଲା ମଞ୍ଚ ଯାତ୍ରାରେ ନାଟକକୁ ନେଇ ଦର୍ଶକଙ୍କ ଭିତରେ କ୍ରେଜ୍‌ ବଢ଼ୁଛି। ହେଲେ ନାଟକରେ ଆଇଟମ୍‌ ଡ୍ୟାନ୍ସକୁ ନେଇ ଅନେକ ସମୟରେ ବିବାଦ ଦେଖା ଦେଉଛି।

ଆଉ ଯାତ୍ରାରେ ହେବନି ଅଶ୍ଳୀଳ ନୃତ୍ୟ

ଯାତ୍ରାରେ ଆଉ ହେଇପାରିବନି ଅଶ୍ଲୀଳ ନୃତ୍ୟ। ଆଉ ଦର୍ଶକ ଦେଖିପାରିବେନି ଝାଇଁମରା ନାଚ। ଖୋଲା ମଞ୍ଚ ଯାତ୍ରାରେ ନାଟକକୁ ନେଇ ଦର୍ଶକଙ୍କ ଭିତରେ କ୍ରେଜ୍‌ ବଢ଼ୁଛି। ହେଲେ ନାଟକରେ ଆଇଟମ୍‌ ଡ୍ୟାନ୍ସକୁ ନେଇ ଅନେକ ସମୟରେ ବିବାଦ ଦେଖା ଦେଉଛି। ଯାହାକୁ ନେଇ ନାନା ବିଶୃଙ୍ଖଳା ସୃଷ୍ଟି ହେଉଛି। ଏହାକୁ ରୋକିବା ପାଇଁ ରାଜ୍ୟ ସରକାର କଠୋର ହେଉଛନ୍ତି । ଦେଖନ୍ତୁ ପୂରା ରିପୋର୍ଟ।