ଆଉ ଲକ୍ଷେ ୭୦ ହଜାର ମହିଳାଙ୍କୁ ସୁଭଦ୍ରା ଯୋଜନାରେ ସାମିଲ କରିବେ ସରକାର

ଆସନ୍ତା ୨୪ ତାରିଖରେ ଆଉ ଲକ୍ଷେ ୭୦ ହଜାର ମହିଳାଙ୍କୁ ସୁଭଦ୍ରା ଯୋଜନାରେ ସାମିଲ କରିବେ ସରକାର। ଏହି ତାଲିକାରେ ଆପଣଙ୍କ ନାଁ ଅଛି ତ ? ମାର୍ଚ୍ଚ ୩୧ ପୂର୍ବରୁ ଆବେଦନ କରିଥିବା ଯୋଗ୍ୟ ମହିଳା ହିଁ ଏଥିରେ ସାମିଲ ହେବେ। ଆଉ ଏକା ବେଳକେ ଯିବ ଦୁଇଟି କିସ୍ତିର ୧୦ ହଜାର ଟଙ୍କା।

ଆଉ ଲକ୍ଷେ ୭୦ ହଜାର ମହିଳାଙ୍କୁ ସୁଭଦ୍ରା ଯୋଜନାରେ ସାମିଲ କରିବେ ସରକାର
Array