ଆକାଶମାର୍ଗରୁ ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ, ଏହି ୩ ଜିଲାରେ…
ଭୁବନେଶ୍ୱର,୩୦ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଆକାଶମାର୍ଗରୁ ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ଉଚ୍ଚଶିକ୍ଷା ମନ୍ତ୍ରୀ ସୂରଜ ସୂର୍ଯ୍ୟବଂଶୀ ଏବଂ ସ୍ବତନ୍ତ୍ର ରିଲିଫ କମିଶନର ଡି.କେ. ସିଂ ଆକାଶମାର୍ଗରୁ ବନ୍ୟାଞ୍ଚଳ ପରିଦର୍ଶନ କରିଛନ୍ତି। ଆଜି ମୁଖ୍ୟମନ୍ତ୍ରୀଙ୍କ ସହ ରାଜସ୍ବ ମନ୍ତ୍ରୀ ଏବଂ ଉଚ୍ଚଶିକ୍ଷା ମନ୍ତ୍ରୀ ଯାଜପୁର, କେନ୍ଦ୍ରାପଡ଼ା, ଭଦ୍ରକର ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଛନ୍ତି। The post ଆକାଶମାର୍ଗରୁ ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ, ଏହି ୩ ଜିଲାରେ… appeared first on Dharitri Odia News.
ଭୁବନେଶ୍ୱର,୩୦ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଆକାଶମାର୍ଗରୁ ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ଉଚ୍ଚଶିକ୍ଷା ମନ୍ତ୍ରୀ ସୂରଜ ସୂର୍ଯ୍ୟବଂଶୀ ଏବଂ ସ୍ବତନ୍ତ୍ର ରିଲିଫ କମିଶନର ଡି.କେ. ସିଂ ଆକାଶମାର୍ଗରୁ ବନ୍ୟାଞ୍ଚଳ ପରିଦର୍ଶନ କରିଛନ୍ତି। ଆଜି ମୁଖ୍ୟମନ୍ତ୍ରୀଙ୍କ ସହ ରାଜସ୍ବ ମନ୍ତ୍ରୀ ଏବଂ ଉଚ୍ଚଶିକ୍ଷା ମନ୍ତ୍ରୀ ଯାଜପୁର, କେନ୍ଦ୍ରାପଡ଼ା, ଭଦ୍ରକର ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଛନ୍ତି।
The post ଆକାଶମାର୍ଗରୁ ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ, ଏହି ୩ ଜିଲାରେ… appeared first on Dharitri Odia News.