ଆଖଣ୍ଡଳମଣି ପୀଠରେ ଭୋର ୪ଟା ୩୫ରେ ସମୟରେ ଉଠିଲା ମହାଦୀପ, ବ୍ରତ ଭାଙ୍ଗିଲେ ଶ୍ରଦ୍ଧାଳୁ

ଭଦ୍ରକ : ଆରଡିର ପ୍ରସିଦ୍ଧ ବାବା ଆଖଣ୍ଡଳମଣି ପୀଠରେ ଭୋର ୪ଟା ୩୫ ମିନିଟ ସମୟରେ ଉଠିଲା ମହାଦୀପ । ମହାଦୀପ ଉଠିବା ବେଳେ ଭକ୍ତଙ୍କ ହରିବୋଲ, ହୁଳହୁଳି, ଘଣ୍ଟଘଣ୍ଟା ଓ କୀର୍ତ୍ତନରେ ପ୍ରକମ୍ପିତ ହୋଇଥିଲା ପରିବେଶ । ମହାଦୀପ ଉଠିବା ପରେ ବ୍ରତ ଭାଙ୍ଗିଥିଲେ ଶ୍ରଦ୍ଧାଳୁ । ମହାଦୀପ ଉଠିବା ପର୍ଯ୍ୟନ୍ତ ଲକ୍ଷାଧିକ ଭକ୍ତ ଉଜାଗର ରହି ବାବାଙ୍କ ପାଖରେ ଦୀପ ଜାଳିଥିଲେ । ଆଖଣ୍ଡଳମଣି ପୀଠରେ ଭୋର ସମୟରେ ମହାଦୀପ ଉଠିବାର ପରମ୍ପରା ରହିଛି […] The post ଆଖଣ୍ଡଳମଣି ପୀଠରେ ଭୋର ୪ଟା ୩୫ରେ ସମୟରେ ଉଠିଲା ମହାଦୀପ, ବ୍ରତ ଭାଙ୍ଗିଲେ ଶ୍ରଦ୍ଧାଳୁ appeared first on KNews Odisha.

ଆଖଣ୍ଡଳମଣି ପୀଠରେ ଭୋର ୪ଟା ୩୫ରେ ସମୟରେ ଉଠିଲା ମହାଦୀପ, ବ୍ରତ ଭାଙ୍ଗିଲେ ଶ୍ରଦ୍ଧାଳୁ
Akhandalamani

ଭଦ୍ରକ : ଆରଡିର ପ୍ରସିଦ୍ଧ ବାବା ଆଖଣ୍ଡଳମଣି ପୀଠରେ ଭୋର ୪ଟା ୩୫ ମିନିଟ ସମୟରେ ଉଠିଲା ମହାଦୀପ । ମହାଦୀପ ଉଠିବା ବେଳେ ଭକ୍ତଙ୍କ ହରିବୋଲ, ହୁଳହୁଳି, ଘଣ୍ଟଘଣ୍ଟା ଓ କୀର୍ତ୍ତନରେ ପ୍ରକମ୍ପିତ ହୋଇଥିଲା ପରିବେଶ । ମହାଦୀପ ଉଠିବା ପରେ ବ୍ରତ ଭାଙ୍ଗିଥିଲେ ଶ୍ରଦ୍ଧାଳୁ । ମହାଦୀପ ଉଠିବା ପର୍ଯ୍ୟନ୍ତ ଲକ୍ଷାଧିକ ଭକ୍ତ ଉଜାଗର ରହି ବାବାଙ୍କ ପାଖରେ ଦୀପ ଜାଳିଥିଲେ । ଆଖଣ୍ଡଳମଣି ପୀଠରେ ଭୋର ସମୟରେ ମହାଦୀପ ଉଠିବାର ପରମ୍ପରା ରହିଛି । ମହାଶିବରାତ୍ରୀ ଅବସରରେ ବାବା ଆଖଣ୍ଡଳମଣି ଭକ୍ତଙ୍କୁ ଅପୂର୍ବ ସୁନା ବେଶରେ ଦର୍ଶନ ଦେଇଛନ୍ତି ।

The post ଆଖଣ୍ଡଳମଣି ପୀଠରେ ଭୋର ୪ଟା ୩୫ରେ ସମୟରେ ଉଠିଲା ମହାଦୀପ, ବ୍ରତ ଭାଙ୍ଗିଲେ ଶ୍ରଦ୍ଧାଳୁ appeared first on KNews Odisha.